ଯିହିଜିକଲ 7:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଦୌରାତ୍ମ୍ୟ ବଢ଼ି ଉଠି ଦୁଷ୍ଟତାରୂପ ଯଷ୍ଟି ହୋଇଅଛି; ସେମାନଙ୍କର କେହି କିଅବା ସେମାନଙ୍କର ଲୋକସମୂହ କିଅବା ସେମାନଙ୍କର ଧନ ରହିବ ନାହିଁ; ଅଥବା ସେମାନଙ୍କ ମଧ୍ୟରେ ଶ୍ରେଷ୍ଠତା ରହିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଦୌରାତ୍ମ୍ୟ ବଢ଼ି ଉଠି ଦୁଷ୍ଟତାରୂପ ଯଷ୍ଟି ହୋଇଅଛି; ସେମାନଙ୍କର କେହି କିଅବା ସେମାନଙ୍କର ଲୋକାରଣ୍ୟ କିଅବା ସେମାନଙ୍କର ଧନ ରହିବ ନାହିଁ; ଅଥବା ସେମାନଙ୍କ ମଧ୍ୟରେ ଶ୍ରେଷ୍ଠତା ରହିବ ନାହିଁ। Gade chapit laଓଡିଆ ବାଇବେଲ11 ଦୌରାତ୍ମ୍ୟ ବଢ଼ି ଉଠି ଦୁଷ୍ଟତାରୂପ ଯଷ୍ଟି ହୋଇଅଛି; ସେମାନଙ୍କର କେହି କିଅବା ସେମାନଙ୍କର ଲୋକସମୂହ କିଅବା ସେମାନଙ୍କର ଧନ ରହିବ ନାହିଁ; ଅଥବା ସେମାନଙ୍କ ମଧ୍ୟରେ ଶ୍ରେଷ୍ଠତା ରହିବ ନାହିଁ। Gade chapit laପବିତ୍ର ବାଇବଲ11 ଜଣେ ଉଗ୍ର ବ୍ୟକ୍ତି ଏକ ଦୁଷ୍ଟ ଆଶାବାଡ଼ିରେ ପରିଣତ ହୋଇଅଛି, ସେ ସେମାନଙ୍କ ମଧ୍ୟରୁ ଜଣେ ନୁହେଁ, ସେମାନଙ୍କର ଜନଗହଳି ମଧ୍ୟରୁ ଜଣେ ନୁହେଁ, ସେମାନଙ୍କର ବଂଶଧରମାନଙ୍କ ମଧ୍ୟରୁ ଜଣେ ନୁହେଁ, ସେମାନଙ୍କର ନେତାମାନଙ୍କ ମଧ୍ୟରୁ ଜଣେ ନୁହେଁ। Gade chapit la |
ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏହି ସ୍ଥାନରେ ଯିହୁଦା ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।