ଯିହିଜିକଲ 7:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମଧ୍ୟ ସେମାନେ କଟିଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)18 ମଧ୍ୟ ସେମାନେ କଟୀଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ। Gade chapit laଓଡିଆ ବାଇବେଲ18 ମଧ୍ୟ ସେମାନେ କଟୀଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ। Gade chapit laପବିତ୍ର ବାଇବଲ18 ଏବଂ ସେମାନେ ଚଟବସ୍ତ୍ର ପରିଧାନ କରିବେ। ସେମାନେ ଭୟରେ ଥରିବେ। ସମସ୍ତଙ୍କର ମୁଖ ଲଜ୍ଜାରେ ଆଚ୍ଛାଦିତ ହେବ ଓ ଦୁଃଖର ଚିହ୍ନ ସ୍ୱରୂପ ସେମାନେ ସେମାନଙ୍କର ମସ୍ତକ ଲଣ୍ଡିତ କରିବେ। Gade chapit la |