ଯିହିଜିକଲ 7:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆହୁରି, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଫେରାଇବା, ତହିଁରେ ସେମାନେ ଆମ୍ଭର ନିଭୃତ ସ୍ଥାନ ଅପବିତ୍ର କରିବେ; ଆଉ, ଡକାୟତମାନେ ତହିଁ ମଧ୍ୟରେ ପ୍ରବେଶ କରି ତାହା ଅପବିତ୍ର କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)22 ଆହୁରି, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଫେରାଇବା, ତହିଁରେ ସେମାନେ ଆମ୍ଭର ନିଭୃତ ସ୍ଥାନ ଅପବିତ୍ର କରିବେ; ଆଉ, ଡକାଇତମାନେ ତହିଁ ମଧ୍ୟରେ ପ୍ରବେଶ କରି ତାହା ଅପବିତ୍ର କରିବେ। Gade chapit laଓଡିଆ ବାଇବେଲ22 ଆହୁରି, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଫେରାଇବା, ତହିଁରେ ସେମାନେ ଆମ୍ଭର ନିଭୃତ ସ୍ଥାନ ଅପବିତ୍ର କରିବେ; ଆଉ, ଡକାୟତମାନେ ତହିଁ ମଧ୍ୟରେ ପ୍ରବେଶ କରି ତାହା ଅପବିତ୍ର କରିବେ। Gade chapit laପବିତ୍ର ବାଇବଲ22 ଆଉ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଫେରାଇବା। ସେମାନେ ଆମ୍ଭର ନିବୃତସ୍ଥାନ ଅପବିତ୍ର କରିବେ। ଆଉ ଡକାୟତମାନେ ତାହା ମଧ୍ୟରେ ପ୍ରବେଶ କରି ତାହା ଅପବିତ୍ର କରିବେ। Gade chapit la |