ଯିହିଜିକଲ 7:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଶିକୁଳି ପ୍ରସ୍ତୁତ କର; କାରଣ ରକ୍ତପାତରୂପ ଅପରାଧରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ୟରେ ନଗର ପରିପୂର୍ଣ୍ଣ ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ଶିକୁଳି ପ୍ରସ୍ତୁତ କର; କାରଣ ରକ୍ତପାତରୂପ ଅପରାଧରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ୟରେ ନଗର ପରିପୂର୍ଣ୍ଣ। Gade chapit laଓଡିଆ ବାଇବେଲ23 ଶିକୁଳି ପ୍ରସ୍ତୁତ କର; କାରଣ ରକ୍ତପାତରୂପ ଅପରାଧରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ୟରେ ନଗର ପରିପୂର୍ଣ୍ଣ ଅଟେ। Gade chapit laପବିତ୍ର ବାଇବଲ23 “ବନ୍ଦୀମାନଙ୍କ ପାଇଁ ଶିକୁଳି ପ୍ରସ୍ତୁତ କର। କାରଣ ରକ୍ତପାତରୂପ ଅପରାଧରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ୟରେ ନଗର ପରିପୂର୍ଣ୍ଣ ହେବ। Gade chapit la |
ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏହି ସ୍ଥାନରେ ଯିହୁଦା ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।