ଯିହିଜିକଲ 7:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏବେ ତୁମ୍ଭର ଅନ୍ତିମକାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ପ୍ରେରଣ କରିବା ଓ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା ଓ ତୁମ୍ଭର ଘୃଣାଯୋଗ୍ୟ ସକଳ କର୍ମର ଫଳ ତୁମ୍ଭ ଉପରେ ବର୍ତ୍ତାଇବା। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏବେ ତୁମ୍ଭର ଅନ୍ତିମ କାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ପ୍ରେରଣ କରିବା ଓ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା ଓ ତୁମ୍ଭର ଘୃଣାଯୋଗ୍ୟ ସକଳ କର୍ମର ଫଳ ତୁମ୍ଭ ଉପରେ ବର୍ତ୍ତାଇବା। Gade chapit laଓଡିଆ ବାଇବେଲ3 ଏବେ ତୁମ୍ଭର ଅନ୍ତିମ କାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ପ୍ରେରଣ କରିବା ଓ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା ଓ ତୁମ୍ଭର ଘୃଣାଯୋଗ୍ୟ ସକଳ କର୍ମର ଫଳ ତୁମ୍ଭ ଉପରେ ବର୍ତ୍ତାଇବା। Gade chapit laପବିତ୍ର ବାଇବଲ3 ବର୍ତ୍ତମାନ ତୁମ୍ଭର ଅନ୍ତିମକାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆମ୍ଭ କ୍ରୋଧ ପ୍ରକାଶ କରିବା। ତୁମ୍ଭର କର୍ମ ଅନୁସାରେ ତୁମ୍ଭର ବିଗ୍ଭର କରିବା ଓ ତୁମ୍ଭର ଘୃଣାଯୋଗ୍ୟ ସକଳ କର୍ମ ପାଇଁ ଆମ୍ଭେ ତୁମ୍ଭଙ୍କୁ ଦଣ୍ଡ ଦେବା। Gade chapit la |