ଯିହିଜିକଲ 7:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ; ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ। Gade chapit laଓଡିଆ ବାଇବେଲ4 ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ; ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ। Gade chapit laପବିତ୍ର ବାଇବଲ4 ଆମ୍ଭେ ତୁମ୍ଭକୁ କୌଣସି ଦୟା ଦେଖାଇବା ନାହିଁ, ଆମ୍ଭେ ତୁମ୍ଭକୁ ଅନୁକମ୍ପା କରିବା ନାହିଁ। କିନ୍ତୁ ଆମ୍ଭେ ତୁମ୍ଭକୁ ତୁମ୍ଭର ମନ୍ଦକାର୍ଯ୍ୟ ପାଇଁ ଓ ତୁମ୍ଭର ସମସ୍ତ ଘୃଣ୍ୟ ପ୍ରଥା ପାଇଁ ଦଣ୍ଡିତ କରିବା। ଯାହା ଫଳରେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ହିଁ ସଦାପ୍ରଭୁ।” Gade chapit la |