Biblia Todo Logo
Bib sou entènèt

- Piblisite -




ଯିହିଜିକଲ 7:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଅନ୍ତିମକାଳ ଉପସ୍ଥିତ, ସେହି ଅନ୍ତିମକାଳ ଉପସ୍ଥିତ, ତାହା ତୁମ୍ଭ ବିରୁଦ୍ଧରେ ଜାଗି ଉଠୁଅଛି; ଦେଖ, ତାହା ଆସୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଅନ୍ତିମ କାଳ ଉପସ୍ଥିତ, ସେହି ଅନ୍ତିମ କାଳ ଉପସ୍ଥିତ, ତାହା ତୁମ୍ଭ ବିରୁଦ୍ଧରେ ଜାଗି ଉଠୁଅଛି; ଦେଖ, ତାହା ଆସୁଅଛି।

Gade chapit la Kopi

ଓଡିଆ ବାଇବେଲ

6 ଅନ୍ତିମ କାଳ ଉପସ୍ଥିତ, ସେହି ଅନ୍ତିମ କାଳ ଉପସ୍ଥିତ, ତାହା ତୁମ୍ଭ ବିରୁଦ୍ଧରେ ଜାଗି ଉଠୁଅଛି; ଦେଖ, ତାହା ଆସୁଅଛି।

Gade chapit la Kopi

ପବିତ୍ର ବାଇବଲ

6 ଅନ୍ତିମ କାଳ ଆସୁଅଛି, ଯବନିକା ଆସୁଅଛି। ଏହା ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେଉଅଛି। ଏହା ତା'ର ବାଟରେ ଆସୁଅଛି।

Gade chapit la Kopi




ଯିହିଜିକଲ 7:6
11 Referans Kwoze  

“ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।


ସେ ପୁରାତନ ଜଗତକୁ ମଧ୍ୟ ଛାଡ଼ିଲେ ନାହିଁ, କିନ୍ତୁ କେବଳ ଧର୍ମପ୍ରଚାରକ ନୋହଙ୍କୁ ଅନ୍ୟ ସାତ ଜଣ ସହିତ ରକ୍ଷା କରି ଧର୍ମଭ୍ରଷ୍ଟ ଜଗତରେ ଜଳପ୍ଳାବନ ଘଟାଇଲେ;


ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ଯେଉଁ ଦିନର ବିଷୟ ଆମ୍ଭେ କହିଅଛୁ, ଏହା ସେହି ଦିନ।


ପୁଣି, ହେ ଆହତ ଦୁଷ୍ଟ ଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;


ଦେଖ, ସେହି ଦିନ, ଦେଖ, ତାହା ଆସୁଅଛି; ତୁମ୍ଭର ଶେଷ ବିଚାରାଜ୍ଞା ନିର୍ଗତ ହେଲା; ଯଷ୍ଟି ପୁଷ୍ପିତ ହୋଇଅଛି, ଅହଙ୍କାର ଅଙ୍କୁରିତ ହୋଇଅଛି।


ଏବେ ତୁମ୍ଭର ଅନ୍ତିମକାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ପ୍ରେରଣ କରିବା ଓ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା ଓ ତୁମ୍ଭର ଘୃଣାଯୋଗ୍ୟ ସକଳ କର୍ମର ଫଳ ତୁମ୍ଭ ଉପରେ ବର୍ତ୍ତାଇବା।


ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ଜଗି ରହିବା; ତହିଁରେ ମିସର ଦେଶସ୍ଥ ସମୁଦାୟ ଯିହୁଦୀ ଲୋକ ନିଃଶେଷ ନ ହେବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହେବେ।


ହେ ଦେଶ ନିବାସୀ ଲୋକ, ତୁମ୍ଭର ଶେଷ ବିଚାରାଜ୍ଞା ଉପସ୍ଥିତ, ସେହି ସମୟ ଉପସ୍ଥିତ, ସେହି ଦିନ ସନ୍ନିକଟ; ତାହା କୋଳାହଳର ଦିନ ଓ ପର୍ବତଗଣ ଉପରେ ଆନନ୍ଦ ଧ୍ୱନିର ଦିନ ନୁହେଁ।


ସେମାନେ ଆମ୍ଭମାନଙ୍କର ପାଦବିକ୍ଷେପ ଛକି ରହିଅଛନ୍ତି, ଆମ୍ଭେମାନେ ଆପଣା ଦାଣ୍ଡରେ ବୁଲି ନ ପାରୁ; ଆମ୍ଭମାନଙ୍କର ଶେଷ ନିକଟ, ଆମ୍ଭମାନଙ୍କର ଆୟୁ ସମ୍ପୂର୍ଣ୍ଣ ହେଲା; କାରଣ ଆମ୍ଭମାନଙ୍କର ଶେଷ କାଳ ଉପସ୍ଥିତ;


ଏହେତୁ ସେମାନଙ୍କୁ କୁହ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଏହି ପ୍ରବାଦ ଲୋପ କରିବା ଓ ଇସ୍ରାଏଲ ମଧ୍ୟରେ ଲୋକମାନେ ପ୍ରବାଦ ରୂପେ ଆଉ ତାହା ବ୍ୟବହାର କରିବେ ନାହିଁ;’ ମାତ୍ର ସେମାନଙ୍କୁ କୁହ, ସମୟ ଓ ପ୍ରତ୍ୟେକ ଦର୍ଶନର ସଫଳତା ସନ୍ନିକଟ।


ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ, “ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମକାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ।”


Swiv nou:

Piblisite


Piblisite