ଯିହିଜିକଲ 8:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ସେହିସବୁର ସମ୍ମୁଖରେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହୋଇଅଛନ୍ତି ଓ ସେମାନଙ୍କର ମଧ୍ୟସ୍ଥାନରେ ଶାଫନ୍ର ପୁତ୍ର ଯାସନୀୟ ଠିଆ ହୋଇଅଛି, ପ୍ରତ୍ୟେକ ଲୋକ ଆପଣା ଆପଣା ଧୂପାଚି ହସ୍ତରେ ଧରିଅଛନ୍ତି; ଆଉ, ଧୂପରୂପ ମେଘର ସୁଗନ୍ଧି ଊର୍ଦ୍ଧ୍ୱକୁ ଉଠୁଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି, ସେସବୁର ସମ୍ମୁଖରେ ଇସ୍ରାଏଲ-ବଂଶୀୟ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହୋଇଅଛନ୍ତି ଓ ସେମାନଙ୍କର ମଧ୍ୟ-ସ୍ଥାନରେ ଶାଫନର ପୁତ୍ର ଯାସନୀୟ ଠିଆ ହୋଇଅଛି, ପ୍ରତ୍ୟେକ ଲୋକ ଆପଣା ଆପଣା ଧୂପାଚି ହସ୍ତରେ ଧରିଅଛନ୍ତି; ଆଉ, ଧୂପରୂପ ମେଘର ସୁଗନ୍ଧି ଊର୍ଦ୍ଧ୍ଵକୁ ଉଠୁଅଛି। Gade chapit laଓଡିଆ ବାଇବେଲ11 ପୁଣି, ସେହିସବୁର ସମ୍ମୁଖରେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହୋଇଅଛନ୍ତି ଓ ସେମାନଙ୍କର ମଧ୍ୟସ୍ଥାନରେ ଶାଫନ୍ର ପୁତ୍ର ଯାସନୀୟ ଠିଆ ହୋଇଅଛି, ପ୍ରତ୍ୟେକ ଲୋକ ଆପଣା ଆପଣା ଧୂପାଚି ହସ୍ତରେ ଧରିଅଛନ୍ତି; ଆଉ, ଧୂପରୂପ ମେଘର ସୁଗନ୍ଧି ଊର୍ଦ୍ଧ୍ୱକୁ ଉଠୁଅଛି। Gade chapit laପବିତ୍ର ବାଇବଲ11 ପୁଣି ସେ ସବୁର ସମ୍ମୁଖରେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହୋଇଅଛନ୍ତି ଓ ସେମାନଙ୍କ ମଧ୍ୟସ୍ଥାନରେ ଶାଫନର ପୁତ୍ର ଯାସନିୟ ଠିଆ ହୋଇଅଛି। ପ୍ରତ୍ୟେକ ଲୋକ ନିଜ ନିଜ ଧୂପଦାନୀ ହସ୍ତରେ ଧରିଛନ୍ତି। ଆଉ ଧୂପରୂପ ଧୂମର ସୁଗନ୍ଧି ଊର୍ଦ୍ଧ୍ୱକୁ ଉଠୁଅଛି। Gade chapit la |