ଯିହିଜିକଲ 8:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)12 ତେବେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ-ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି। Gade chapit laଓଡିଆ ବାଇବେଲ12 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି।” Gade chapit laପବିତ୍ର ବାଇବଲ12 ତା'ପରେ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକ ନିଜ ନିଜ ପ୍ରତିମା ଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି ତାହା କ’ଣ ତୁମ୍ଭେ ଦେଖି ପାରିବ? କାରଣ ସେମାନେ ଭାବନ୍ତି, ‘ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ। ସଦାପ୍ରଭୁ ଦେଶକୁ ତ୍ୟାଗ କରିଛନ୍ତି।’” Gade chapit la |
ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏହି ସ୍ଥାନରେ ଯିହୁଦା ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।