ଯିହିଜିକଲ 8:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେ ଆହୁରି ମୋତେ କହିଲେ, “ଏଉତ୍ତାରେ ତୁମ୍ଭେ ପୁନର୍ବାର ସେମାନଙ୍କର କୃତ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।” Gade chapit laପବିତ୍ର ବାଇବଲ (Re-edited) - (BSI)13 ସେ ଆହୁରି ମୋତେ କହିଲେ, ଏଉତ୍ତାରେ ତୁମ୍ଭେ ପୁନର୍ବାର ସେମାନଙ୍କର କୃତ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ। Gade chapit laଓଡିଆ ବାଇବେଲ13 ସେ ଆହୁରି ମୋତେ କହିଲେ, “ଏଉତ୍ତାରେ ତୁମ୍ଭେ ପୁନର୍ବାର ସେମାନଙ୍କର କୃତ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।” Gade chapit laପବିତ୍ର ବାଇବଲ13 ସେ ଆହୁରି କହିଲେ, “ତୁମ୍ଭେ ଯଦି ଆମ୍ଭ ସହିତ ଆସିବ ତେବେ ସେମାନଙ୍କର ଆହୁରି ଅନେକ ଜଘନ୍ୟ ଘୃଣ୍ୟ କର୍ମମାନ ଦେଖିବ।” Gade chapit la |