Biblia Todo Logo
Bib sou entènèt

- Piblisite -




ଯିହିଜିକଲ 8:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏଉତ୍ତାରେ ତୁମ୍ଭେ ଏହା ଅପେକ୍ଷା ପୁନର୍ବାର ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତେବେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏଉତ୍ତାରେ ତୁମ୍ଭେ ଏଥି ଅପେକ୍ଷା ପୁନର୍ବାର ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।

Gade chapit la Kopi

ଓଡିଆ ବାଇବେଲ

15 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ ? ଏଉତ୍ତାରେ ତୁମ୍ଭେ ଏହା ଅପେକ୍ଷା ପୁନର୍ବାର ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”

Gade chapit la Kopi

ପବିତ୍ର ବାଇବଲ

15 ପୁନର୍ବାର ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଏହିସବୁ ଘୃଣ୍ୟ କର୍ମମାନ ଦେଖିଲ। ଏହା ପରେ ଆହୁରି ଏହା ଅପେକ୍ଷା ଅଧିକ ଘୃଣ୍ୟ କର୍ମମାନ ଦେଖିବ।”

Gade chapit la Kopi




ଯିହିଜିକଲ 8:15
7 Referans Kwoze  

କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।


ଏଥିରେ ସେ ମୋତେ କହିଲେ, “ଭିତରକୁ ଯାଅ, ଆଉ, ଏଠାରେ ସେମାନେ ଯେଉଁ ଯେଉଁ ଦୁଷ୍ଟ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା ଦେଖ।”


ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ସେମାନେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁଅଛ, ଆମ୍ଭେ ଯେପରି ଆପଣା ଧର୍ମଧାମରୁ ଦୂରକୁ ଯିବା, ଏଥିପାଇଁ ଇସ୍ରାଏଲ ବଂଶ ଏଠାରେ ମହା ମହା ଘୃଣାଯୋଗ୍ୟ କର୍ମ କରୁଅଛନ୍ତି। ମାତ୍ର ଏଥିଉତ୍ତାରେ ତୁମ୍ଭେ ପୁନର୍ବାର ଅନ୍ୟ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”


ତହିଁରେ ସେ ସଦାପ୍ରଭୁଙ୍କ ଗୃହର ଉତ୍ତର ଦିଗସ୍ଥ ଦ୍ୱାରର ପ୍ରବେଶ ସ୍ଥାନ ନିକଟକୁ ମୋତେ ଆଣିଲେ; ଆଉ ଦେଖ, ସ୍ତ୍ରୀମାନେ ସେଠାରେ ବସି ତମ୍ମୁଷର (ଦେବତା) ପାଇଁ କ୍ରନ୍ଦନ କରୁଅଛନ୍ତି।


ଏଥିଉତ୍ତାରେ ସେ ମୋତେ ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ, ଆଉ ଦେଖ, ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାର ନିକଟରେ, ବାରଣ୍ଡା ଓ ଯଜ୍ଞବେଦିର ମଧ୍ୟସ୍ଥାନରେ ଊଣାଧିକ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ପ୍ରତି ପିଠି କରି ଓ ପୂର୍ବଦିଗ ପ୍ରତି ମୁଖ କରିଅଛନ୍ତି; ଆଉ, ସେମାନେ ପୂର୍ବଦିଗ ପ୍ରତି ସୂର୍ଯ୍ୟକୁ ପ୍ରଣାମ କଲେ।


ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ।


Swiv nou:

Piblisite


Piblisite