ଯିହିଜିକଲ 8:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସେ ଏକ ହସ୍ତର ଆକୃତି ବିସ୍ତାର କରି ମୋʼ ମସ୍ତକର କେଶ ଧରିଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନକୁ ଉଠାଇଲେ ଓ ଈଶ୍ୱରୀୟ ଦର୍ଶନକ୍ରମେ ଯିରୂଶାଲମକୁ, ଭିତର ପ୍ରାଙ୍ଗଣର ଉତ୍ତରାଭିମୁଖ ପ୍ରବେଶ ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ; ସେହି ସ୍ଥାନରେ ଅନ୍ତର୍ଜ୍ୱାଳାଜନକ ଅନ୍ତର୍ଜ୍ୱାଳା ପ୍ରତିମା ସ୍ଥାପିତ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି, ସେ ଏକ ହସ୍ତର ଆକୃତି ବିସ୍ତାର କରି ମୋʼ ମସ୍ତକର କେଶ ଧରିଲେ; ତହିଁରେ ଆତ୍ମା ମୋତେ ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନକୁ ଉଠାଇଲେ ଓ ଈଶ୍ଵରୀୟ ଦର୍ଶନକ୍ରମେ ଯିରୂଶାଲମକୁ, ଭିତର ପ୍ରାଙ୍ଗଣର ଉତ୍ତରାଭିମୁଖ ପ୍ରବେଶ-ସ୍ଥାନର ଦ୍ଵାର ନିକଟକୁ ମୋତେ ଆଣିଲେ; ସେହି ସ୍ଥାନରେ ଅନ୍ତର୍ଜ୍ଵାଳାଜନକ ଅନ୍ତର୍ଜ୍ଵାଳା ପ୍ରତିମା ସ୍ଥାପିତ ଥିଲା। Gade chapit laଓଡିଆ ବାଇବେଲ3 ପୁଣି, ସେ ଏକ ହସ୍ତର ଆକୃତି ବିସ୍ତାର କରି ମୋ’ ମସ୍ତକର କେଶ ଧରିଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନକୁ ଉଠାଇଲେ ଓ ଈଶ୍ୱରୀୟ ଦର୍ଶନକ୍ରମେ ଯିରୂଶାଲମକୁ, ଭିତର ପ୍ରାଙ୍ଗଣର ଉତ୍ତରାଭିମୁଖ ପ୍ରବେଶ-ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ; ସେହି ସ୍ଥାନରେ ଅନ୍ତର୍ଜ୍ୱାଳାଜନକ ଅନ୍ତର୍ଜ୍ୱାଳା ପ୍ରତିମା ସ୍ଥାପିତ ଥିଲା। Gade chapit laପବିତ୍ର ବାଇବଲ3 ତା'ପରେ ଆମ୍ଭେ ଦେଖିଲୁ, ସେ ଏକ ହସ୍ତ ପରି ଜଣାଯାଉଥିବା କିଛି ବିସ୍ତାର କରି ମୋର କେଶ ଧରିଲେ। ତା'ପରେ ପବନ ମୋତେ ଉଠାଇ ନେଲା, ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନରେ ରଖି ଦେଲା। ଏବଂ ପରମେଶ୍ୱରଙ୍କର ଦର୍ଶନକ୍ରମେ ଯିରୁଶାଲମର ଭିତର ପ୍ରାଙ୍ଗଣର ଉତ୍ତରାମୁଖୀ ପ୍ରବେଶ ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ। ସେଠାରେ ଏକ ମୂର୍ତ୍ତି ଥିଲା, ଯାହା ପରମେଶ୍ୱରଙ୍କର କ୍ରୋଧର କାରଣ ହେଲା। Gade chapit la |
ସେମାନେ ଆମ୍ଭର ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଆପଣାମାନଙ୍କର ଦ୍ୱାର-ପ୍ରବେଶ ସ୍ଥାନ ଓ ଆମ୍ଭ ଦ୍ୱାରବନ୍ଧ ନିକଟରେ ଆପଣାମାନଙ୍କର ଦ୍ୱାରବନ୍ଧ ରଖିବାରୁ ଆମ୍ଭର ଓ ସେମାନଙ୍କ ମଧ୍ୟରେ କେବଳ ଏକ କାନ୍ଥ ଥିଲା, ପୁଣି, ଆପଣାମାନଙ୍କର କୃତ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ଆମ୍ଭର ପବିତ୍ର ନାମ ସେମାନେ ଅପବିତ୍ର କରିଅଛନ୍ତି; ଏନିମନ୍ତେ ଆମ୍ଭେ ଆପଣାର କ୍ରୋଧରେ ସେମାନଙ୍କୁ ଗ୍ରାସ କରିଅଛୁ।