ଯିହିଜିକଲ 8:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି କାନ୍ଥ ଖୋଳ; ତହୁଁ ମୁଁ ସେହି କାନ୍ଥ ଖୋଳନ୍ତେ, ଦେଖ, ଗୋଟିଏ ଦ୍ୱାର ଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)8 ତେବେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଏହି କାନ୍ଥ ଖୋଳ; ତହୁଁ ମୁଁ ସେହି କାନ୍ଥ ଖୋଳନ୍ତେ, ଦେଖ, ଗୋଟିଏ ଦ୍ଵାର ଅଛି। Gade chapit laଓଡିଆ ବାଇବେଲ8 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି କାନ୍ଥ ଖୋଳ; ତହୁଁ ମୁଁ ସେହି କାନ୍ଥ ଖୋଳନ୍ତେ, ଦେଖ, ଗୋଟିଏ ଦ୍ୱାର ଅଛି।” Gade chapit laପବିତ୍ର ବାଇବଲ8 ତା'ପରେ ପରମେଶ୍ୱର କହିଲେ, “ହେ ମନୁଷ୍ୟ ପୁତ୍ର, ଏହି କାନ୍ଥକୁ ଖୋଳ।” ତହୁଁ ମୁଁ ସେହି କାନ୍ଥ ଖୋଳିଲି ଓ ଏକ ସୁନ୍ଦର ଦ୍ୱାର ଆବିଷ୍କାର କଲି। Gade chapit la |