ଯିହିଜିକଲ 9:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତେବେ ସେ ଉଚ୍ଚସ୍ୱରରେ ମୋʼ କର୍ଣ୍ଣରେ ଏହି କଥା କହିଲେ, “ତୁମ୍ଭେମାନେ ନଗରରେ ନିଯୁକ୍ତ କର୍ମଚାରୀମାନଙ୍କୁ ନିକଟକୁ ଅଣାଅ, ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ବିନାଶକ ଅସ୍ତ୍ର ଧରି ଆସନ୍ତୁ।” Gade chapit laପବିତ୍ର ବାଇବଲ (Re-edited) - (BSI)1 ତେବେ ସେ ଉଚ୍ଚସ୍ଵରରେ ମୋʼ କର୍ଣ୍ଣରେ ଏହି କଥା କହିଲେ, ତୁମ୍ଭେମାନେ ନଗରରେ ନିଯୁକ୍ତ କର୍ମଚାରୀମାନଙ୍କୁ ନିକଟକୁ ଅଣାଅ, ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ବିନାଶକ ଅସ୍ତ୍ର ଧରି ଆସନ୍ତୁ। Gade chapit laଓଡିଆ ବାଇବେଲ1 ତେବେ ସେ ଉଚ୍ଚସ୍ୱରରେ ମୋ’ କର୍ଣ୍ଣରେ ଏହି କଥା କହିଲେ, “ତୁମ୍ଭେମାନେ ନଗରରେ ନିଯୁକ୍ତ କର୍ମଚାରୀମାନଙ୍କୁ ନିକଟକୁ ଅଣାଅ, ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ବିନାଶକ ଅସ୍ତ୍ର ଧରି ଆସନ୍ତୁ।” Gade chapit laପବିତ୍ର ବାଇବଲ1 ତା'ପରେ ପରମେଶ୍ୱର ଉଚ୍ଚସ୍ୱରରେ ମୋ’ କର୍ଣ୍ଣରେ କହିଲେ, ନଗରକୁ ଦଣ୍ଡ ଦେବାକୁ ନିଯୁକ୍ତ ହୋଇଥିବା ଅଧିକାରୀମାନଙ୍କୁ ଆଣ। ସେମାନେ ସମସ୍ତେ ସେମାନଙ୍କର ହସ୍ତରେ ବିନାଶକ ଅସ୍ତ୍ର ଧରି ଆସନ୍ତୁ। Gade chapit la |