ଯିହିଜିକଲ 9:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏହେତୁ ଆମ୍ଭେ ମଧ୍ୟ ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ, ମାତ୍ର ଆମ୍ଭେ ସେମାନଙ୍କ ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା।” Gade chapit laପବିତ୍ର ବାଇବଲ (Re-edited) - (BSI)10 ଏହେତୁ ଆମ୍ଭେ ମଧ୍ୟ ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ, ମାତ୍ର ଆମ୍ଭେ ସେମାନଙ୍କ ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା। Gade chapit laଓଡିଆ ବାଇବେଲ10 ଏହେତୁ ଆମ୍ଭେ ମଧ୍ୟ ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ, ମାତ୍ର ଆମ୍ଭେ ସେମାନଙ୍କ ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା।” Gade chapit laପବିତ୍ର ବାଇବଲ10 ଏଣୁ ମୁଁ କରୁଣା ଦେଖାଇବି ନାହିଁ। ମୁଁ ସେମାନଙ୍କୁ ଅନୁକମ୍ପା କରିବି ନାହିଁ। ମୁଁ ସେମାନଙ୍କର କର୍ମର ପ୍ରତିଫଳ ସେମାନଙ୍କ ମସ୍ତକକୁ ଆଣିବି।” Gade chapit la |