Biblia Todo Logo
Bib sou entènèt

- Piblisite -




ଯିହିଜିକଲ 9:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଉତ୍ତାରେ ଦେଖ, ଶୁକ୍ଳବସ୍ତ୍ର ପରିହିତ ଓ ଆପଣା ପାର୍ଶ୍ୱରେ କାଳୀଘଡ଼ିଧାରୀ ସେହି ପୁରୁଷ ସମ୍ବାଦ ଦେଇ କହିଲେ, “ଆପଣ ଆମ୍ଭକୁ ଯେପରି ଆଜ୍ଞା କଲେ, ଆମ୍ଭେ ସେହିପରି କରିଅଛୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଉତ୍ତାରେ ଦେଖ, ଶୁକ୍ଳବସ୍ତ୍ର ପରିହିତ ଓ ଆପଣା ପାର୍ଶ୍ଵରେ କାଳିଘଡ଼ିଧାରୀ ସେହି ପୁରୁଷ ସମ୍ଵାଦ ଦେଇ କହିଲେ, ଆପଣ ଆମ୍ଭକୁ ଯେପରି ଆଜ୍ଞା କଲେ, ଆମ୍ଭେ ସେପରି କରିଅଛୁ।

Gade chapit la Kopi

ଓଡିଆ ବାଇବେଲ

11 ଏଉତ୍ତାରେ ଦେଖ, ଶୁକ୍ଳବସ୍ତ୍ର ପରିହିତ ଓ ଆପଣା ପାର୍ଶ୍ୱରେ କାଳୀଘଡ଼ିଧାରୀ ସେହି ପୁରୁଷ ସମ୍ବାଦ ଦେଇ କହିଲେ, “ଆପଣ ଆମ୍ଭକୁ ଯେପରି ଆଜ୍ଞା କଲେ, ଆମ୍ଭେ ସେହିପରି କରିଅଛୁ।”

Gade chapit la Kopi

ପବିତ୍ର ବାଇବଲ

11 ଏହା ପରେ ସେହି ଶୁକ୍ଳବସ୍ତ୍ର ପରିହିତ ବ୍ୟକ୍ତି କାଳିଦୁଆତ ନେଇ ଫେରି ଆସିଲା ଏବଂ କହିଲା, “ଆପଣଙ୍କ ଆଜ୍ଞା ଅନୁସାରେ ମୁଁ ସମସ୍ତ କାର୍ଯ୍ୟ କରିଅଛ।”

Gade chapit la Kopi




ଯିହିଜିକଲ 9:11
9 Referans Kwoze  

ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚସ୍ୱର ହେଲା, ସମାପ୍ତ ହେଲା।


ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି ଯନ୍ତ୍ରଣାଦାୟକ କ୍ଷତ ହେଲା।


ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରାନ୍ତ ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।


ଏଥିରେ ଦେଖ, ଉତ୍ତର ଦିଗସ୍ଥ ଉଚ୍ଚତର ଦ୍ୱାରର ପଥରୁ ଛଅ ଜଣ ପୁରୁଷ ଆସିଲେ, ସେମାନଙ୍କର ପ୍ରତ୍ୟେକର ହସ୍ତରେ ସଂହାରକ ଅସ୍ତ୍ର ଥିଲା ଓ ସେମାନଙ୍କର ମଧ୍ୟସ୍ଥାନରେ ଶୁକ୍ଳବସ୍ତ୍ର ପରିହିତ ଏକ ପୁରୁଷ ଥିଲେ, ତାଙ୍କର ପାର୍ଶ୍ୱରେ ଲେଖକର କାଳୀଘଡ଼ି ଥିଲା। ପୁଣି, ସେମାନେ ଭିତରକୁ ଯାଇ ପିତ୍ତଳମୟ ଯଜ୍ଞବେଦିର ପାର୍ଶ୍ୱରେ ଠିଆ ହେଲେ।


ଏହେତୁ ଆମ୍ଭେ ମଧ୍ୟ ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ, ମାତ୍ର ଆମ୍ଭେ ସେମାନଙ୍କ ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା।”


ସେତେବେଳେ ମୁଁ ଅନାଇଲି, ଆଉ ଦେଖ, କିରୂବମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟମଣ୍ଡଳରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ତୁଲ୍ୟ ଆକୃତି ସେମାନଙ୍କ ଉପରେ ଦେଖାଗଲା।


Swiv nou:

Piblisite


Piblisite