ଯିହିଜିକଲ 9:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିରେ ଦେଖ, ଉତ୍ତର ଦିଗସ୍ଥ ଉଚ୍ଚତର ଦ୍ୱାରର ପଥରୁ ଛଅ ଜଣ ପୁରୁଷ ଆସିଲେ, ସେମାନଙ୍କର ପ୍ରତ୍ୟେକର ହସ୍ତରେ ସଂହାରକ ଅସ୍ତ୍ର ଥିଲା ଓ ସେମାନଙ୍କର ମଧ୍ୟସ୍ଥାନରେ ଶୁକ୍ଳବସ୍ତ୍ର ପରିହିତ ଏକ ପୁରୁଷ ଥିଲେ, ତାଙ୍କର ପାର୍ଶ୍ୱରେ ଲେଖକର କାଳୀଘଡ଼ି ଥିଲା। ପୁଣି, ସେମାନେ ଭିତରକୁ ଯାଇ ପିତ୍ତଳମୟ ଯଜ୍ଞବେଦିର ପାର୍ଶ୍ୱରେ ଠିଆ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଏଥିରେ ଦେଖ, ଉତ୍ତର ଦିଗସ୍ଥ ଉଚ୍ଚତର ଦ୍ଵାରର ପଥରୁ ଛଅ ଜଣ ପୁରୁଷ ଆସିଲେ, ସେମାନଙ୍କର ପ୍ରତ୍ୟେକର ହସ୍ତରେ ସଂହାରକ ଅସ୍ତ୍ର ଥିଲା ଓ ସେମାନଙ୍କର ମଧ୍ୟ-ସ୍ଥାନରେ ଶୁକ୍ଳବସ୍ତ୍ର ପରିହିତ ଏକ ପୁରୁଷ ଥିଲେ, ତାଙ୍କର ପାର୍ଶ୍ଵରେ ଲେଖକର କାଳୀଘଡ଼ି ଥିଲା। ପୁଣି, ସେମାନେ ଭିତରକୁ ଯାଇ ପିତ୍ତଳମୟ ଯଜ୍ଞବେଦିର ପାର୍ଶ୍ଵରେ ଠିଆ ହେଲେ। Gade chapit laଓଡିଆ ବାଇବେଲ2 ଏଥିରେ ଦେଖ, ଉତ୍ତର ଦିଗସ୍ଥ ଉଚ୍ଚତର ଦ୍ୱାରର ପଥରୁ ଛଅ ଜଣ ପୁରୁଷ ଆସିଲେ, ସେମାନଙ୍କର ପ୍ରତ୍ୟେକର ହସ୍ତରେ ସଂହାରକ ଅସ୍ତ୍ର ଥିଲା ଓ ସେମାନଙ୍କର ମଧ୍ୟସ୍ଥାନରେ ଶୁକ୍ଳବସ୍ତ୍ର ପରିହିତ ଏକ ପୁରୁଷ ଥିଲେ, ତାଙ୍କର ପାର୍ଶ୍ୱରେ ଲେଖକର କାଳୀଘଡ଼ି ଥିଲା। ପୁଣି, ସେମାନେ ଭିତରକୁ ଯାଇ ପିତ୍ତଳମୟ ଯଜ୍ଞବେଦିର ପାର୍ଶ୍ୱରେ ଠିଆ ହେଲେ। Gade chapit laପବିତ୍ର ବାଇବଲ2 ତା'ପରେ ମୁଁ ଦେଖିଲି, ଉତ୍ତର ଦିଗସ୍ଥ ଉଚ୍ଚ ଫାଟକରୁ ଛଅଜଣ ପୁରୁଷ ଆସିଲେ। ସେମାନଙ୍କର ପ୍ରତ୍ୟେକଙ୍କର ହସ୍ତରେ ବିନାଶକ ଅସ୍ତ୍ର ଥିଲା ଓ ସେମାନଙ୍କର ମଧ୍ୟସ୍ଥାନରେ ଶୁକ୍ଳବସ୍ତ୍ର ପରିହିତ ଏକ ପୁରୁଷ ଥିଲା। ତାହାର ପାର୍ଶ୍ୱରେ ଲେଖକର କାଳି ଦୁଆତ ଥିଲା। ଏବଂ ସେମାନେ ମନ୍ଦିର ଭିତରକୁ ଆସିଲେ ଓ ପିତ୍ତଳମୟ ଯଜ୍ଞବେଦିର ପାର୍ଶ୍ୱରେ ଠିଆ ହେଲେ। Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।
ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, “ଦ୍ୱାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ଡାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ଡ ଖଣ୍ଡ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ।