Biblia Todo Logo
Bib sou entènèt

- Piblisite -




ଯିହିଜିକଲ 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଯେଉଁ କିରୂବର ଉପରେ ଥିଲା, ତାହା ତାହାଠାରୁ ଉଠି ଗୃହର ଏରୁଣ୍ଡି ନିକଟକୁ ଯାଇଥିଲା; ଆଉ, ସେ ସେହି ଶୁକ୍ଳବସ୍ତ୍ର ପରିହିତ ଓ ପାର୍ଶ୍ୱରେ ଲେଖକର କାଳୀଘଡ଼ିଧାରୀ ପୁରୁଷକୁ ଡାକିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ଇସ୍ରାଏଲର ପରମେଶ୍ଵରଙ୍କର ପ୍ରତାପ ଯେଉଁ କିରୂବର ଉପରେ ଥିଲା, ତାହା ତାହାଠାରୁ ଉଠି ଗୃହର ଏରୁଣ୍ତି ନିକଟକୁ ଯାଇଥିଲା; ଆଉ, ସେ ସେହି ଶୁକ୍ଳବସ୍ତ୍ର ପରିହିତ ଓ ପାର୍ଶ୍ଵରେ ଲେଖକର କାଳୀଘଡ଼ିଧାରୀ ପୁରୁଷକୁ ଡାକିଲେ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଯେଉଁ କିରୂବର ଉପରେ ଥିଲା, ତାହା ତାହାଠାରୁ ଉଠି ଗୃହର ଏରୁଣ୍ଡି ନିକଟକୁ ଯାଇଥିଲା; ଆଉ, ସେ ସେହି ଶୁକ୍ଳବସ୍ତ୍ର ପରିହିତ ଓ ପାର୍ଶ୍ୱରେ ଲେଖକର କାଳୀଘଡ଼ିଧାରୀ ପୁରୁଷକୁ ଡାକିଲେ।

Gade chapit la Kopi

ପବିତ୍ର ବାଇବଲ

3 ଏବଂ ଇସ୍ରାଏଲର ପରମେଶ୍ୱରଙ୍କ ମହିମା ଯେଉଁ କିରୁବର ଉପରେ ଥିଲା, ତାହା ତାହାଠାରୁ ଉଠି ମନ୍ଦିରର ଦ୍ୱାର ନିକଟକୁ ଯାଇଥିଲା। ତା'ପରେ ସେ ସେହି ଶୁକ୍ଳବସ୍ତ୍ର ପରିହିତ ଓ ପାର୍ଶ୍ୱରେ ଲେଖକର କାଳିଘଡ଼ିଧାରୀ ପୁରୁଷକୁ ଡାକିଲେ।

Gade chapit la Kopi




ଯିହିଜିକଲ 9:3
6 Referans Kwoze  

ପୁଣି, ସଦାପ୍ରଭୁଙ୍କର ପ୍ରତାପ କିରୂବର ଉପରରୁ ଉଠି ଗୃହର ଏରୁଣ୍ଡିର ଉପରେ ଠିଆ ହେଲା; ତହିଁରେ ଗୃହ ମେଘରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ପ୍ରତାପର ତେଜରେ ପରିପୂର୍ଣ୍ଣ ହେଲା।


ଆଉ ଦେଖ, ପଦାଭୂମିରେ ମୁଁ ଦେଖିଥିବା ଦୃଶ୍ୟ ପ୍ରମାଣେ ସେହି ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ବିଦ୍ୟମାନ ଥିଲା।


ତହିଁରେ ମୁଁ ଉଠି ପଦାଭୂମିକୁ ବାହାରିଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେହି ସ୍ଥାନରେ ଉପସ୍ଥିତ ହେଲା; ତହୁଁ ମୁଁ ଉବୁଡ଼ ହେଲି।


ଏଥିରେ ଦେଖ, ଉତ୍ତର ଦିଗସ୍ଥ ଉଚ୍ଚତର ଦ୍ୱାରର ପଥରୁ ଛଅ ଜଣ ପୁରୁଷ ଆସିଲେ, ସେମାନଙ୍କର ପ୍ରତ୍ୟେକର ହସ୍ତରେ ସଂହାରକ ଅସ୍ତ୍ର ଥିଲା ଓ ସେମାନଙ୍କର ମଧ୍ୟସ୍ଥାନରେ ଶୁକ୍ଳବସ୍ତ୍ର ପରିହିତ ଏକ ପୁରୁଷ ଥିଲେ, ତାଙ୍କର ପାର୍ଶ୍ୱରେ ଲେଖକର କାଳୀଘଡ଼ି ଥିଲା। ପୁଣି, ସେମାନେ ଭିତରକୁ ଯାଇ ପିତ୍ତଳମୟ ଯଜ୍ଞବେଦିର ପାର୍ଶ୍ୱରେ ଠିଆ ହେଲେ।


Swiv nou:

Piblisite


Piblisite