ଯିହିଜିକଲ 9:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ବୃଦ୍ଧ, ଯୁବା, କୁମାରୀ, ଶିଶୁ ଓ ସ୍ତ୍ରୀଲୋକ ସମସ୍ତଙ୍କୁ ନିଃଶେଷ ରୂପେ ବଧ କର; ମାତ୍ର ଯେଉଁମାନଙ୍କଠାରେ ଚିହ୍ନ ଅଛି, ସେମାନଙ୍କ ନିକଟକୁ ଯାଅ ନାହିଁ; ଆଉ, ଆମ୍ଭର ଧର୍ମଧାମଠାରୁ ଆରମ୍ଭ କର।” ତହିଁରେ ସେମାନେ ଗୃହର ସମ୍ମୁଖସ୍ଥିତ ପ୍ରାଚୀନଗଣଠାରୁ ଆରମ୍ଭ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ବୃଦ୍ଧ, ଯୁବା, କୁମାରୀ, ଶିଶୁ ଓ ସ୍ତ୍ରୀଲୋକ ସମସ୍ତଙ୍କୁ ନିଃଶେଷ ରୂପେ ବଧ କର; ମାତ୍ର ଯେଉଁମାନଙ୍କଠାରେ ଚିହ୍ନ ଅଛି, ସେମାନଙ୍କ ନିକଟକୁ ଯାଅ ନାହିଁ; ଆଉ, ଆମ୍ଭର ଧର୍ମଧାମଠାରୁ ଆରମ୍ଭ କର। ତହିଁରେ ସେମାନେ ଗୃହର ସମ୍ମୁଖସ୍ଥିତ ପ୍ରାଚୀନଗଣଠାରୁ ଆରମ୍ଭ କଲେ। Gade chapit laଓଡିଆ ବାଇବେଲ6 ବୃଦ୍ଧ, ଯୁବା, କୁମାରୀ, ଶିଶୁ ଓ ସ୍ତ୍ରୀଲୋକ ସମସ୍ତଙ୍କୁ ନିଃଶେଷ ରୂପେ ବଧ କର; ମାତ୍ର ଯେଉଁମାନଙ୍କଠାରେ ଚିହ୍ନ ଅଛି, ସେମାନଙ୍କ ନିକଟକୁ ଯାଅ ନାହିଁ; ଆଉ, ଆମ୍ଭର ଧର୍ମଧାମଠାରୁ ଆରମ୍ଭ କର।” ତହିଁରେ ସେମାନେ ଗୃହର ସମ୍ମୁଖସ୍ଥିତ ପ୍ରାଚୀନଗଣଠାରୁ ଆରମ୍ଭ କଲେ। Gade chapit la |
ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;