Biblia Todo Logo
Bib sou entènèt

- Piblisite -




ଯିହିଜିକଲ 9:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ସେ ସେମାନଙ୍କୁ କହିଲେ, “ଗୃହ ଅଶୁଚି କର ଓ ହତ ଲୋକରେ ପ୍ରାଙ୍ଗଣସବୁ ପରିପୂର୍ଣ୍ଣ କର; ତୁମ୍ଭେମାନେ ବାହାରି ଯାଅ।” ତହିଁରେ ସେମାନେ ବାହାରିଯାଇ ନଗର ମଧ୍ୟରେ ସଂହାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ସେ ସେମାନଙ୍କୁ କହିଲେ, ଗୃହ ଅଶୁଚି କର ଓ ହତ ଲୋକରେ ପ୍ରାଙ୍ଗଣସବୁ ପରିପୂର୍ଣ୍ଣ କର; ତୁମ୍ଭେମାନେ ବାହାରି ଯାଅ। ତହିଁରେ ସେମାନେ ବାହାରି ଯାଇ ନଗର ମଧ୍ୟରେ ସଂହାର କଲେ।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ସେ ସେମାନଙ୍କୁ କହିଲେ, “ଗୃହ ଅଶୁଚି କର ଓ ହତ ଲୋକରେ ପ୍ରାଙ୍ଗଣସବୁ ପରିପୂର୍ଣ୍ଣ କର; ତୁମ୍ଭେମାନେ ବାହାରି ଯାଅ।” ତହିଁରେ ସେମାନେ ବାହାରି ଯାଇ ନଗର ମଧ୍ୟରେ ସଂହାର କଲେ।

Gade chapit la Kopi

ପବିତ୍ର ବାଇବଲ

7 ପୁଣି ପରମେଶ୍ୱର ସେମାନଙ୍କୁ କହିଲେ, “ଏହି ଗୃହକୁ ଅଶୁଚି କର। ଏହି ପ୍ରାଙ୍ଗଣକୁ ନିହତ ଲୋକମାନଙ୍କର ଶବରେ ପରିପୂର୍ଣ୍ଣ କର, ବର୍ତ୍ତମାନ ବାହାରି ଯାଅ।” ତହିଁରେ ସେମାନେ ବାହାରି ଯାଇ ନଗର ମଧ୍ୟରେ ସଂହାର କଲେ।

Gade chapit la Kopi




ଯିହିଜିକଲ 9:7
6 Referans Kwoze  

ଏନିମନ୍ତେ ସେ କଲ୍‍ଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।


ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ, ସେମାନଙ୍କ ବିଷୟରେ ଯୀଶୁଙ୍କୁ ଜଣାଇଲେ।


ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ? ଯାଜକ ଓ ଭବିଷ୍ୟଦ୍‍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ?


Swiv nou:

Piblisite


Piblisite