ଯିହିଜିକଲ 9:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ସେମାନେ ଯେତେବେଳେ ସଂହାର କରୁଥିଲେ, ସେତେବେଳେ ମୁଁ ଅବଶିଷ୍ଟ ରହିଲି, ତହିଁରେ ମୁଁ ଉବୁଡ଼ ହୋଇ କ୍ରନ୍ଦନ କରି କହିଲି, “ଆହା, ପ୍ରଭୋ ସଦାପ୍ରଭୋ! ତୁମ୍ଭେ କି ଯିରୂଶାଲମ ଉପରେ ଆପଣା କୋପ ଢାଳି ଦେଇ ଇସ୍ରାଏଲର ସମୁଦାୟ ଅବଶିଷ୍ଟାଂଶକୁ ବିନାଶ କରିବ?” Gade chapit laପବିତ୍ର ବାଇବଲ (Re-edited) - (BSI)8 ଆଉ, ସେମାନେ ଯେତେବେଳେ ସଂହାର କରୁଥିଲେ, ସେତେବେଳେ ମୁଁ ଅବଶିଷ୍ଟ ରହିଲି, ତହିଁରେ ମୁଁ ଉବୁଡ଼ ହୋଇ କ୍ରନ୍ଦନ କରି କହିଲି, ଆହା, ପ୍ରଭୋ, ସଦାପ୍ରଭୋ ! ତୁମ୍ଭେ କି ଯିରୂଶାଲମ ଉପରେ ଆପଣା କୋପ ଢାଳି ଦେଇ ଇସ୍ରାଏଲର ସମୁଦାୟ ଅବଶିଷ୍ଟାଂଶକୁ ବିନାଶ କରିବ? Gade chapit laଓଡିଆ ବାଇବେଲ8 ଆଉ, ସେମାନେ ଯେତେବେଳେ ସଂହାର କରୁଥିଲେ, ସେତେବେଳେ ମୁଁ ଅବଶିଷ୍ଟ ରହିଲି, ତହିଁରେ ମୁଁ ଉବୁଡ଼ ହୋଇ କ୍ରନ୍ଦନ କରି କହିଲି, “ଆହା, ପ୍ରଭୁ, ସଦାପ୍ରଭୁ ! ତୁମ୍ଭେ କି ଯିରୂଶାଲମ ଉପରେ ଆପଣା କୋପ ଢାଳି ଦେଇ ଇସ୍ରାଏଲର ସମୁଦାୟ ଅବଶିଷ୍ଟାଂଶକୁ ବିନାଶ କରିବ ?” Gade chapit laପବିତ୍ର ବାଇବଲ8 ଏବଂ ସେମାନେ ଯେତେବେଳେ ସଂହାର କରୁଥିଲେ, ଏକମାତ୍ର ମୋତେ ଛାଡ଼ି ଦିଆଗଲା। ତହିଁରେ ମୁଁ ତଳେ ମୁହଁ ମାଡ଼ି କ୍ରନ୍ଦନ କଲି, “ହେ ସଦାପ୍ରଭୁ, ମୋର ପ୍ରଭୁ, ତୁମ୍ଭେ କ’ଣ ଯିରୁଶାଲମ ଉପରେ କୋପ କରି ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନଙ୍କୁ ବିନାଶ କରିବ?” Gade chapit la |