ଯିହିଜିକଲ 9:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ସେ ମୋତେ କହିଲେ, “ଇସ୍ରାଏଲ ଓ ଯିହୁଦା ବଂଶର ଅଧର୍ମ ଅତ୍ୟନ୍ତ ବଡ଼ ଓ ଦେଶ ରକ୍ତରେ ପରିପୂର୍ଣ୍ଣ, ଆଉ ନଗର ଅନ୍ୟାୟ ବିଚାରରେ ପରିପୂର୍ଣ୍ଣ ହୋଇଅଛି; କାରଣ ସେମାନେ କହନ୍ତି, ‘ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ଓ ସଦାପ୍ରଭୁ ଦେଖନ୍ତି ନାହିଁ।’ Gade chapit laପବିତ୍ର ବାଇବଲ (Re-edited) - (BSI)9 ତହିଁରେ ସେ ମୋତେ କହିଲେ, ଇସ୍ରାଏଲ ଓ ଯିହୁଦା-ବଂଶର ଅଧର୍ମ ଅତ୍ୟ; ବଡ଼ ଓ ଦେଶ ରକ୍ତରେ ପରିପୂର୍ଣ୍ଣ, ଆଉ ନଗର ଅନ୍ୟାୟ ବିଚାରରେ ପରିପୂର୍ଣ୍ଣ ହୋଇଅଛି; କାରଣ ସେମାନେ କହନ୍ତି, ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ଓ ସଦାପ୍ରଭୁ ଦେଖନ୍ତି ନାହିଁ। Gade chapit laଓଡିଆ ବାଇବେଲ9 ତହିଁରେ ସେ ମୋତେ କହିଲେ, “ଇସ୍ରାଏଲ ଓ ଯିହୁଦା ବଂଶର ଅଧର୍ମ ଅତ୍ୟନ୍ତ ବଡ଼ ଓ ଦେଶ ରକ୍ତରେ ପରିପୂର୍ଣ୍ଣ, ଆଉ ନଗର ଅନ୍ୟାୟ ବିଚାରରେ ପରିପୂର୍ଣ୍ଣ ହୋଇଅଛି; କାରଣ ସେମାନେ କହନ୍ତି, ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ଓ ସଦାପ୍ରଭୁ ଦେଖନ୍ତି ନାହିଁ। Gade chapit laପବିତ୍ର ବାଇବଲ9 ସେ କହିଲେ, “ଇସ୍ରାଏଲ ଓ ଯିହୁଦା ପରିବାର ବହୁତ ଜଘନ୍ୟ ପାପ କଲେ ଓ ଦେଶ ରକ୍ତପାତରେ ପରିପୂର୍ଣ୍ଣ ହୋଇଗଲା। ଆଉ ନଗର ଅନ୍ୟାୟରେ ପରିପୂର୍ଣ୍ଣ ହୋଇଅଛି। କାରଣ ସେମାନେ କହିଛନ୍ତି, “ସଦାପ୍ରଭୁ ଦେଶ ତ୍ୟାଗ କରିଛନ୍ତି ଓ ସେ କିଛି ଲକ୍ଷ୍ୟ କରନ୍ତି ନାହିଁ।’ Gade chapit la |
ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏହି ସ୍ଥାନରେ ଯିହୁଦା ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।