ଏଜ୍ରା 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍ର ମନକୁ ଉଦ୍ଦୀପିତ କରନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା, ଯଥା, Gade chapit laପବିତ୍ର ବାଇବଲ (Re-edited) - (BSI)1 ଯିରିମୀୟର ମୁଖ ଦ୍ଵାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍ର ଅଧିକାରର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍ର ମନରେ ପ୍ରବୃତ୍ତି ଜନ୍ମାନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା, ଯଥା, Gade chapit laଓଡିଆ ବାଇବେଲ1 ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍ର ମନକୁ ଉଦ୍ଦୀପିତ କରନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା, ଯଥା, Gade chapit laପବିତ୍ର ବାଇବଲ1 ପ୍ରଥମ ବର୍ଷରେ କୋରସ୍ ପାରସ୍ୟର ରାଜା ଥିଲେ। ସଦାପ୍ରଭୁ ତାଙ୍କୁ ଏକ ଘୋଷଣା ପତ୍ର ଲେଖିବା ପାଇଁ ଉତ୍ସାହିତ କରିଥିଲେ ଓ ଉକ୍ତ ଘୋଷଣାନାମାକୁ ତାଙ୍କ ରାଜ୍ୟର ଗ୍ଭରିଆଡ଼େ ପଢ଼ି ଶୁଣାଇ ଥିଲେ। ଯିରିମିୟଙ୍କ ଦ୍ୱାରା କୁହାଯାଇଥିବା ସଦାପ୍ରଭୁଙ୍କର ବାକ୍ୟ ପୂରଣ କରିବାକୁ ଏହା ହୋଇଥିଲା। ସେହି ଘୋଷଣାନାମାଟି ଏହିପରି ଥିଲା। Gade chapit la |
ମାତ୍ର ଯିରୁବ୍ବାବିଲ୍ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶର ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।”