Biblia Todo Logo
Bib sou entènèt

- Piblisite -




ଏଜ୍ରା 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ସ୍ଵେଚ୍ଛାଦତ୍ତ ଦ୍ରବ୍ୟ ଛଡ଼ା ସେମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକ ସମସ୍ତେ ରୌପ୍ୟମୟ ପାତ୍ର, ସ୍ୱର୍ଣ୍ଣ, ନାନା ଦ୍ରବ୍ୟ ଓ ପଶୁ ଓ ବହୁମୂଲ୍ୟ ଦ୍ରବ୍ୟ ଦେଇ ସେମାନଙ୍କର ହସ୍ତ ସବଳ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ସ୍ଵେଚ୍ଛାଦତ୍ତ ଦ୍ରବ୍ୟ ଛଡ଼ା ସେମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକ ସମସ୍ତେ ରୌପ୍ୟମୟ ପାତ୍ର, ସ୍ଵର୍ଣ୍ଣ, ନାନା ଦ୍ରବ୍ୟ ଓ ପଶୁ ଓ ବହୁମୂଲ୍ୟ ଦ୍ରବ୍ୟ ଦେଇ ସେମାନଙ୍କର ହସ୍ତ ସବଳ କଲେ।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ସ୍ଵେଚ୍ଛାଦତ୍ତ ଦ୍ରବ୍ୟ ଛଡ଼ା ସେମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକ ସମସ୍ତେ ରୌପ୍ୟମୟ ପାତ୍ର, ସ୍ୱର୍ଣ୍ଣ, ନାନା ଦ୍ରବ୍ୟ ଓ ପଶୁ ଓ ବହୁମୂଲ୍ୟ ଦ୍ରବ୍ୟ ଦେଇ ସେମାନଙ୍କର ହସ୍ତ ସବଳ କଲେ।

Gade chapit la Kopi

ପବିତ୍ର ବାଇବଲ

6 ସେମାନଙ୍କର ପଡ଼ୋଶୀମାନେ ସେମାନଙ୍କୁ ରୂପା, ସୁନା, ପଶୁ ଏବଂ ଅନ୍ୟାନ୍ୟ ବହୁମୂଲ୍ୟ ଦ୍ରବ୍ୟ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ସହିତ ଦେଲେ।

Gade chapit la Kopi




ଏଜ୍ରା 1:6
12 Referans Kwoze  

ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ବର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି।


ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।


ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍‍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନହସ୍‍ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍‍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ;


ଆଉ, ଯେକେହି ଯେକୌଣସି ସ୍ଥାନରେ ଅବଶିଷ୍ଟ ଥାଇ ପ୍ରବାସ କରୁଅଛି, ତାହାର ସେହି ସ୍ଥାନସ୍ଥ ଲୋକମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିମନ୍ତେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଛଡ଼ା ରୂପା ଓ ସୁନା, ନାନା ଦ୍ରବ୍ୟ ଓ ପଶୁ ଦେଇ ତାହାର ସାହାଯ୍ୟ କରନ୍ତୁ।”


ଏହି କର୍ମରେ ସେମାନଙ୍କର ହସ୍ତ ଦୁର୍ବଳ ହେଲେ ତାହା ସମାପ୍ତ ନୋହିବ ବୋଲି” ସେସମସ୍ତେ ଆମ୍ଭମାନଙ୍କୁ ଭୀତ କରିବାକୁ ଇଚ୍ଛା କଲେ; ଏଣୁ ହେ ପରମେଶ୍ୱର, ମୋହର ହସ୍ତ ସବଳ କର।


ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥରଥର ଆଣ୍ଠୁକୁ ସୁସ୍ଥିର କର।


ପୁଣି, ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କର ବାକ୍ୟାନୁସାରେ ମିସରୀୟମାନଙ୍କୁ ରୌପ୍ୟ-ଅଳଙ୍କାର, ସୁବର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗିଲେ।


ତହିଁରେ ସଦାପ୍ରଭୁ ମିସରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବାରୁ ସେମାନେ ସେମାନଙ୍କୁ ଯାହା ମାଗିଲେ, ସେମାନେ ତାହା ଦେଲେ। ଏହି ପ୍ରକାରେ, ସେମାନେ ମିସରୀୟମାନଙ୍କ ଧନ ହରଣ କଲେ।


ତହିଁରେ ଲୋକମାନେ ସ୍ୱେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ, ସେମାନେ ସିଦ୍ଧଚିତ୍ତରେ ସ୍ୱେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି, ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ।


ଆହୁରି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେ ସେମାନଙ୍କ ମନରେ ଦୟା ଜନ୍ମାଇଲେ।


Swiv nou:

Piblisite


Piblisite