ଏଜ୍ରା 10:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହିଁରେ ଏଜ୍ରା ଯାଜକ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସତ୍ୟ-ଲଙ୍ଘନ କରିଅଛ ଓ ଇସ୍ରାଏଲର ଦୋଷ ବଢ଼ାଇବା ପାଇଁ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)10 ତହିଁରେ ଏଜ୍ରା ଯାଜକ ଠିଆ ହୋଇ ସେମାନଙ୍କୁ କହିଲା, ତୁମ୍ଭେମାନେ ସତ୍ୟଲଙ୍ଘନ କରିଅଛ ଓ ଇସ୍ରାଏଲର ଦୋଷ ବଢ଼ାଇବା ପାଇଁ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛ। Gade chapit laଓଡିଆ ବାଇବେଲ10 ତହିଁରେ ଏଜ୍ରା ଯାଜକ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସତ୍ୟ-ଲଙ୍ଘନ କରିଅଛ ଓ ଇସ୍ରାଏଲର ଦୋଷ ବଢ଼ାଇବା ପାଇଁ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛ। Gade chapit laପବିତ୍ର ବାଇବଲ10 ଏହା ପରେ ଯାଜକ ଏଜ୍ରା ଠିଆ ହୋଇ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଅବିଶ୍ୱସ୍ତ ହୋଇଅଛ ଓ ଇସ୍ରାଏଲର ଦୋଷ ବଢ଼ାଇଅଛ, କାରଣ ତୁମ୍ଭେମାନେ ଅଣଇସ୍ରାଏଲୀୟ ସ୍ତ୍ରୀମାନଙ୍କୁ ବିବାହ କରିଅଛ। Gade chapit la |