ଏଜ୍ରା 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହେତୁ ଏବେ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ନିକଟରେ ସ୍ୱୀକାର କର ଓ ତାହାଙ୍କର ସନ୍ତୋଷଜନକ କର୍ମ କର; ଆଉ, ଦେଶସ୍ଥ ଅନ୍ୟ ଗୋଷ୍ଠୀୟମାନଙ୍କଠାରୁ ଓ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କର।” Gade chapit laପବିତ୍ର ବାଇବଲ (Re-edited) - (BSI)11 ଏହେତୁ ଏବେ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵର ସଦାପ୍ରଭୁଙ୍କ ନିକଟରେ ସ୍ଵୀକାର କର ଓ ତାହାଙ୍କର ତୁଷ୍ଟିଜନକ କର୍ମ କର; ଆଉ, ଦେଶସ୍ଥ ଅନ୍ୟ ଗୋଷ୍ଠୀୟମାନଙ୍କଠାରୁ ଓ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ୍ କର। Gade chapit laଓଡିଆ ବାଇବେଲ11 ଏହେତୁ ଏବେ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ନିକଟରେ ସ୍ୱୀକାର କର ଓ ତାହାଙ୍କର ସନ୍ତୋଷଜନକ କର୍ମ କର; ଆଉ, ଦେଶସ୍ଥ ଅନ୍ୟ ଗୋଷ୍ଠୀୟମାନଙ୍କଠାରୁ ଓ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କର।” Gade chapit laପବିତ୍ର ବାଇବଲ11 ଏଣୁ ତୁମ୍ଭେ ତୁମ୍ଭର ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ନିକଟରେ ପ୍ରକାଶ କର। ତାଙ୍କର ତୁଷ୍ଟିଜନକ କାର୍ଯ୍ୟ କର। ଦେଶସ୍ଥ ଅନ୍ୟ ଗୋଷ୍ଠୀୟମାନଙ୍କଠାରୁ ଓ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କର।” Gade chapit la |