ଏଜ୍ରା 10:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେତେବେଳେ ସମଗ୍ର ସମାଜ ଉତ୍ତର କରି ଉଚ୍ଚସ୍ୱରରେ କହିଲେ, “ଆପଣ ଆମ୍ଭମାନଙ୍କ ବିଷୟରେ ଯେପରି କହିଲେ, ଆମ୍ଭମାନଙ୍କୁ ସେପରି କରିବାକୁ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)12 ସେତେବେଳେ ସମଗ୍ର ସମାଜ ଉତ୍ତର କରି ଉଚ୍ଚୈଃସ୍ଵରରେ କହିଲେ, ଆପଣ ଆମ୍ଭମାନଙ୍କ ବିଷୟରେ ଯେପରି କହିଲେ, ଆମ୍ଭମାନଙ୍କୁ ସେପରି କରିବାକୁ ହେବ। Gade chapit laଓଡିଆ ବାଇବେଲ12 ସେତେବେଳେ ସମଗ୍ର ସମାଜ ଉତ୍ତର କରି ଉଚ୍ଚୈଃସ୍ୱରରେ କହିଲେ, “ଆପଣ ଆମ୍ଭମାନଙ୍କ ବିଷୟରେ ଯେପରି କହିଲେ, ଆମ୍ଭମାନଙ୍କୁ ସେପରି କରିବାକୁ ହେବ। Gade chapit laପବିତ୍ର ବାଇବଲ12 ଏହା ପରେ ସମଗ୍ର ସମାଜ ଏକତ୍ରିତ ହୋଇ ଏଜ୍ରାଙ୍କୁ ଉତ୍ତର ଦେଇ କହିଲେ, “ହେ ଏଜ୍ରା, ତୁମ୍ଭେ ଠିକ୍ କହିଛ। ତୁମ୍ଭେ ଆମ୍ଭକୁ ଯାହା କହିଲ ଆମ୍ଭେ ଠିକ୍ ସେହିପରି କରିବୁ। Gade chapit la |