Biblia Todo Logo
Bib sou entènèt

- Piblisite -




ଏଜ୍ରା 10:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମାତ୍ର ଲୋକ ଅନେକ ଓ ଏବେ ଭାରୀ ବୃଷ୍ଟି ସମୟ, ଆଉ ଆମ୍ଭେମାନେ ବାହାରେ ଠିଆ ହେବାକୁ ଅସମର୍ଥ, କିଅବା ଏହା ଏକ କି ଦୁଇ ଦିନର କାର୍ଯ୍ୟ ନୁହେଁ; ଯେଣୁ ଏହି ବିଷୟରେ ଆମ୍ଭେମାନେ ମହାଅପରାଧ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ମାତ୍ର ଲୋକ ଅନେକ ଓ ଏବେ ଭାରୀ ବୃଷ୍ଟି ସମୟ, ଆଉ ଆମ୍ଭେମାନେ ବାହାରେ ଠିଆ ହେବାକୁ ଅସମର୍ଥ, କିଅବା ଏହା ଏକ କି ଦୁଇ ଦିନର କାର୍ଯ୍ୟ ନୁହେଁ; ଯେଣୁ ଏବିଷୟରେ ଆମ୍ଭେମାନେ ମହାଅପରାଧ କରିଅଛୁ।

Gade chapit la Kopi

ଓଡିଆ ବାଇବେଲ

13 ମାତ୍ର ଲୋକ ଅନେକ ଓ ଏବେ ଭାରୀ ବୃଷ୍ଟି ସମୟ, ଆଉ ଆମ୍ଭେମାନେ ବାହାରେ ଠିଆ ହେବାକୁ ଅସମର୍ଥ, କିଅବା ଏହା ଏକ କି ଦୁଇ ଦିନର କାର୍ଯ୍ୟ ନୁହେଁ; ଯେଣୁ ଏବିଷୟରେ ଆମ୍ଭେମାନେ ମହାଅପରାଧ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ

13 କିନ୍ତୁ ଏଠାରେ ବହୁତ ଲୋକ ଅଛନ୍ତି ଏବଂ ଏହା ବର୍ତ୍ତମାନ ବୃଷ୍ଟିର ସମୟ। ଆଉ ଆମ୍ଭେମାନେ ବାହାରେ ଠିଆ ହେବା ଅସମ୍ଭବ। ଏବଂ ଏହା ଅଳ୍ପ ଦିନର କାର୍ଯ୍ୟ ନୁହେଁ, ଯେହେତୁ ଏହି ବିଷୟରେ ଆମ୍ଭେମାନେ ମହା ଅପରାଧ କରିଅଛୁ।

Gade chapit la Kopi




ଏଜ୍ରା 10:13
4 Referans Kwoze  

ସେତେବେଳେ ସମଗ୍ର ସମାଜ ଉତ୍ତର କରି ଉଚ୍ଚସ୍ୱରରେ କହିଲେ, “ଆପଣ ଆମ୍ଭମାନଙ୍କ ବିଷୟରେ ଯେପରି କହିଲେ, ଆମ୍ଭମାନଙ୍କୁ ସେପରି କରିବାକୁ ହେବ।


ଏହେତୁ ସମଗ୍ର ସମାଜ ନିମନ୍ତେ ଆମ୍ଭମାନଙ୍କ ଅଧିପତିମାନେ ନିଯୁକ୍ତ ହେଉନ୍ତୁ, ପୁଣି ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଚଣ୍ଡ କୋପ ଆମ୍ଭମାନଙ୍କଠାରୁ ନିବୃତ୍ତ ହେବା ପର୍ଯ୍ୟନ୍ତ ଓ ଏହି ବିଷୟର ନିଷ୍ପତ୍ତି ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ନଗରସ୍ଥ ଯେଉଁ ଲୋକମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛନ୍ତି, ସେସମସ୍ତେ ନିରୂପିତ ସମୟରେ ଆସନ୍ତୁ ଓ ସେମାନଙ୍କ ସଙ୍ଗେ ପ୍ରତ୍ୟେକ ନଗରର ପ୍ରାଚୀନଗଣ ଓ ବିଚାରକର୍ତ୍ତୃଗଣ ଆସନ୍ତୁ।”


Swiv nou:

Piblisite


Piblisite