ଏଜ୍ରା 10:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏହି କଥା ବିରୁଦ୍ଧରେ କେବଳ ଅସାହେଲର ପୁତ୍ର ଯୋନାଥନ ଓ ତିକ୍ବର ପୁତ୍ର ଯହସୀୟ ଉଠିଲେ, ଆଉ ମଶୁଲ୍ଲମ୍ ଓ ଲେବୀୟ ଶବ୍ବଥୟ ସେମାନଙ୍କର ସାହାଯ୍ୟ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଏହି କଥା ବିରୁଦ୍ଧରେ କେବଳ ଅସାହେଲର ପୁତ୍ର ଯୋନାଥନ୍ ଓ ତିକ୍ବର ପୁତ୍ର ଯହସୀୟ ଉଠିଲେ, ଆଉ ମଶୁଲ୍ଲମ୍ ଓ ଲେବୀୟ ଶବ୍ବଥୟ ସେମାନଙ୍କର ସାହାଯ୍ୟ କଲେ। Gade chapit laଓଡିଆ ବାଇବେଲ15 ଏହି କଥା ବିରୁଦ୍ଧରେ କେବଳ ଅସାହେଲର ପୁତ୍ର ଯୋନାଥନ ଓ ତିକ୍ବର ପୁତ୍ର ଯହସୀୟ ଉଠିଲେ, ଆଉ ମଶୁଲ୍ଲମ୍ ଓ ଲେବୀୟ ଶବ୍ବଥୟ ସେମାନଙ୍କର ସାହାଯ୍ୟ କଲେ। Gade chapit laପବିତ୍ର ବାଇବଲ15 ଏହି କଥା ବିରୁଦ୍ଧରେ କେବଳ ଆସାହେଲର ପୁତ୍ର ଯୋନାଥନ ଓ ତିକ୍ବର ପୁତ୍ର ଯହସିୟ ଉଠିଲେ। ଆଉ ମସୁଲମ୍ ଓ ଲେବୀୟ ଶବ୍ଦଥୟ ସେମାନଙ୍କର ସାହାଯ୍ୟ କଲେ। Gade chapit la |
ଏହେତୁ ସମଗ୍ର ସମାଜ ନିମନ୍ତେ ଆମ୍ଭମାନଙ୍କ ଅଧିପତିମାନେ ନିଯୁକ୍ତ ହେଉନ୍ତୁ, ପୁଣି ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଚଣ୍ଡ କୋପ ଆମ୍ଭମାନଙ୍କଠାରୁ ନିବୃତ୍ତ ହେବା ପର୍ଯ୍ୟନ୍ତ ଓ ଏହି ବିଷୟର ନିଷ୍ପତ୍ତି ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ନଗରସ୍ଥ ଯେଉଁ ଲୋକମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛନ୍ତି, ସେସମସ୍ତେ ନିରୂପିତ ସମୟରେ ଆସନ୍ତୁ ଓ ସେମାନଙ୍କ ସଙ୍ଗେ ପ୍ରତ୍ୟେକ ନଗରର ପ୍ରାଚୀନଗଣ ଓ ବିଚାରକର୍ତ୍ତୃଗଣ ଆସନ୍ତୁ।”