ଏଜ୍ରା 10:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଜର, ଯାରିବ ଓ ଗଦଲୀୟ। Gade chapit laପବିତ୍ର ବାଇବଲ (Re-edited) - (BSI)18 ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଷର, ଯାରିବ ଓ ଗଦଲୀୟ। Gade chapit laଓଡିଆ ବାଇବେଲ18 ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଜର, ଯାରିବ ଓ ଗଦଲୀୟ। Gade chapit laପବିତ୍ର ବାଇବଲ18 ଯାଜକମାନଙ୍କ ବଂଶଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ହେଲେ ଯଥା: ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଷର, ଯାରିବ ଓ ଗଦଲିୟ। Gade chapit la |
ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।