Biblia Todo Logo
Bib sou entènèt

- Piblisite -




ଏଜ୍ରା 10:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଥିରେ ଏଲମ୍‍ର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାଙ୍କୁ ଉତ୍ତର କରି କହିଲା, “ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏହି ବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏଥିରେ ଏଲମର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାକୁ ଉତ୍ତର କରି କହିଲା, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ଵରଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କରି ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି।

Gade chapit la Kopi

ଓଡିଆ ବାଇବେଲ

2 ଏଥିରେ ଏଲମ୍‍ର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାଙ୍କୁ ଉତ୍ତର କରି କହିଲା, “ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି।

Gade chapit la Kopi

ପବିତ୍ର ବାଇବଲ

2 ଏହା ପରେ ଏଲାମର ବଂଶଧରମାନଙ୍କ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନିୟ ଏଜ୍ରାଙ୍କୁ କହିଲା, “ଆମ୍ଭେ ଆମ୍ଭର ପରମେଶ୍ୱରଙ୍କୁ ବିଶ୍ୱାସଘାତ କରୁଛୁ। ଆମ୍ଭେ ଅନ୍ୟ ଦେଶୀୟମାନଙ୍କୁ ବିବାହ କରିଛୁ। କିନ୍ତୁ ଆମ୍ଭେ ଏପରି କଲେ ମଧ୍ୟ ଆମ୍ଭମାନଙ୍କର ଇସ୍ରାଏଲଙ୍କ ପ୍ରତି ଭରସା ଅଛି।

Gade chapit la Kopi




ଏଜ୍ରା 10:2
17 Referans Kwoze  

ତେବେ ବିଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିବା ଦ୍ୱାରା ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଏହିସବୁ ମହାପାପ କରିବାକୁ କି ଆମ୍ଭେମାନେ ତୁମ୍ଭମାନଙ୍କ କଥା ଶୁଣିବୁ?”


କାରଣ ସେମାନେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କର କନ୍ୟାଗଣଙ୍କୁ ଗ୍ରହଣ କରିଅଛନ୍ତି; ଏହିରୂପେ ପବିତ୍ର ବଂଶ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି; ଆହୁରି, ଏହି ଅପରାଧରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହୋଇଅଛି।”


ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ଦେଶକୁ ତୁମ୍ଭେ ଯାଉଅଛ, ସେହି ଦେଶର ନିବାସୀମାନଙ୍କ ସହିତ ନିୟମ କର ନାହିଁ; କାଳେ ତାହା ତୁମ୍ଭମାନଙ୍କ ମଧ୍ୟରେ ଗୋଟିଏ ଫାନ୍ଦ ସ୍ୱରୂପ ହେବ।


ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ।


ସେମାନଙ୍କ ପରେ ଇମ୍ମେରର ପୁତ୍ର ସାଦୋକ ଆପଣା ଗୃହ ସମ୍ମୁଖରେ ମରାମତି କଲା। ପୁଣି, ତାହା ପରେ ପୂର୍ବ-ଦ୍ୱାରପାଳ ଶଖନୀୟର ପୁତ୍ର ଶମୟୀୟ ମରାମତି କଲା।


ଆଉ, ଏଲମ୍‍ର ସନ୍ତାନଗଣ ମଧ୍ୟରୁ ମତ୍ତନୀୟ, ଜିଖରୀୟ ଓ ଯିହୀୟେଲ ଓ ଅବ୍‍ଦି ଓ ଯେରେମୋତ୍‍ ଓ ଏଲୀୟ।


ଅନ୍ୟ ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।


ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।


ଅନ୍ୟ ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।


ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।


ପୁଣି, ଏଲମ୍‍ର ସନ୍ତାନଗଣ ମଧ୍ୟରୁ ଅଥଲୀୟର ପୁତ୍ର ଯିଶାୟାହ ଓ ତାହା ସଙ୍ଗେ ସତୁରି ପୁରୁଷ।


ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।


ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।


Swiv nou:

Piblisite


Piblisite