Biblia Todo Logo
Bib sou entènèt

- Piblisite -




ଏଜ୍ରା 10:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଆଉ, ଗାୟକମାନଙ୍କ ମଧ୍ୟରୁ ଇଲୀୟାଶୀବ; ଦ୍ୱାରପାଳମାନଙ୍କ ମଧ୍ୟରୁ ଶଲ୍ଲୁମ୍‍ ଓ ଟେଲମ୍‍ ଓ ଊରି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଆଉ, ଗାୟକମାନଙ୍କ ମଧ୍ୟରୁ ଇଲୀୟାଶୀବ୍; ଦ୍ଵାରପାଳମାନଙ୍କ ମଧ୍ୟରୁ ଶଲ୍ଲୁମ୍ ଓ ଟେଲମ୍ ଓ ଊରି।

Gade chapit la Kopi

ଓଡିଆ ବାଇବେଲ

24 ଆଉ, ଗାୟକମାନଙ୍କ ମଧ୍ୟରୁ ଇଲୀୟାଶୀବ; ଦ୍ୱାରପାଳମାନଙ୍କ ମଧ୍ୟରୁ ଶଲ୍ଲୁମ୍‍ ଓ ଟେଲମ୍‍ ଓ ଊରି।

Gade chapit la Kopi

ପବିତ୍ର ବାଇବଲ

24 ଗାୟକମାନଙ୍କ ମଧ୍ୟରୁ ଇଲୀୟାଶୀବ୍, ଦ୍ୱାରପାଳକମାନଙ୍କ ମଧ୍ୟରୁ ଶଲ୍ଲୁମ୍ ଓ ଟେଲମ୍ ଓ ଊରି।

Gade chapit la Kopi




ଏଜ୍ରା 10:24
3 Referans Kwoze  

ତହୁଁ ସେମାନେ ଆସି ନଗରର ଦ୍ୱାରୀକୁ ଡାକିଲେ; ଆଉ ସେମାନଙ୍କୁ ଜଣାଇ କହିଲେ, “ଆମ୍ଭେମାନେ ଅରାମୀୟମାନଙ୍କ ଛାଉଣିକୁ ଯାଇଥିଲୁ, ଆଉ ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ; କି ମନୁଷ୍ୟର ଶବ୍ଦ ନାହିଁ, ମାତ୍ର ଅଶ୍ୱ ଓ ଗର୍ଦ୍ଦଭଗଣ ବନ୍ଧା ହୋଇଅଛନ୍ତି, ଆଉ ତମ୍ବୁସବୁ ଯେପରି ଥିଲା, ସେପରି ଅଛି।”


ଆଉ, ଲେବୀୟମାନଙ୍କ ମଧ୍ୟରୁ ଯୋଷାବଦ୍‍ ଓ ଶିମୀୟି ଓ କଲାୟ, ଏହାକୁ କଲିଟ କହନ୍ତି, ପଥାହୀୟ, ଯିହୁଦା ଓ ଇଲୀୟେଜର;


ଇସ୍ରାଏଲ ମଧ୍ୟରେ ପରିୟୋଶର ସନ୍ତାନମାନଙ୍କ ମଧ୍ୟରୁ ରମୀୟ, ଯିଷୀୟ, ମଲ୍‍କୀୟ, ମିୟାମୀନ୍‍, ଇଲୀୟାସର, ମଲ୍‍କୀୟ ଓ ବନାୟ।


Swiv nou:

Piblisite


Piblisite