ଏଜ୍ରା 10:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଓ ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରିଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଓ ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରି ଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ। Gade chapit laଓଡିଆ ବାଇବେଲ3 ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଓ ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରି ଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ। Gade chapit laପବିତ୍ର ବାଇବଲ3 ଏବେ ଆମ୍ଭେମାନେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହିସବୁ ସ୍ତ୍ରୀମାନଙ୍କୁ ଓ ଏମାନଙ୍କଠାରୁ ଜାତ ସନ୍ତାନମାନଙ୍କୁ ଦୂର କରିଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସହିତ ଚୁକ୍ତି କରିବା ଏବଂ ଏହା ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ କରାଯାଉ। Gade chapit la |