ଏଜ୍ରା 10:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରୁ ଉଠି ଇଲୀୟାଶୀବର ପୁତ୍ର ଯିହୋହାନନ୍ର କୋଠରିକୁ ଗଲେ; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ, ରୁଟି ଭୋଜନ କି ଜଳ ପାନ କଲେ ନାହିଁ; କାରଣ ସେ ବନ୍ଦୀତ୍ୱର ଲୋକମାନଙ୍କ ସତ୍ୟ-ଲଙ୍ଘନ ସକାଶୁ ଶୋକ କରୁଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ତହୁଁ ଏଜ୍ରା ପରମେଶ୍ଵରଙ୍କ ଗୃହ ସମ୍ମୁଖରୁ ଉଠି ଇଲିୟାଶୀବର ପୁତ୍ର ଯିହୋହାନନର କୋଠରିକି ଗଲା; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ,ରୋଟୀ ଭୋଜନ କି ଜଳପାନ କଲା ନାହିଁ; କାରଣ ସେ ବନ୍ଦୀତ୍ଵର ଲୋକମାନଙ୍କ ସତ୍ୟଲଙ୍ଘନ ସକାଶୁ ଶୋକ କରୁଥିଲା। Gade chapit laଓଡିଆ ବାଇବେଲ6 ତହୁଁ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରୁ ଉଠି ଇଲୀୟାଶୀବର ପୁତ୍ର ଯିହୋହାନନ୍ର କୋଠରିକୁ ଗଲେ; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ, ରୁଟି ଭୋଜନ କି ଜଳପାନ କଲେ ନାହିଁ; କାରଣ ସେ ବନ୍ଦୀତ୍ୱର ଲୋକମାନଙ୍କ ସତ୍ୟ-ଲଙ୍ଘନ ସକାଶୁ ଶୋକ କରୁଥିଲେ। Gade chapit laପବିତ୍ର ବାଇବଲ6 ଏହା ପରେ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରୁ ଉଠିଗଲେ। ଏହା ପରେ ଇଲିୟାଶୀବର ପୁତ୍ର ଯିହୋହାନନର କୋଠରୀକୁ ଗଲେ। ଏଜ୍ରା ସେଠାରେ ରହିବା ସମୟରେ ସେ କୌଣସି ଖାଦ୍ୟ ଖାଇ ନ ଥିଲେ, କି ଜଳପାନ କରି ନ ଥିଲେ। ସେ ଏପରି କରିଥିଲେ କାରଣ ସେ ବହୁତ ଦୁଃଖିତ ଥିଲେ। ସେ ଇସ୍ରାଏଲମାନଙ୍କ ପାପ ପାଇଁ ବହୁତ ଦୁଃଖିତ ଥିଲେ ଯେଉଁମାନେ ଯିରୁଶାଲମକୁ ଫେରି ଆସିଥିଲେ। Gade chapit la |