Biblia Todo Logo
Bib sou entènèt

- Piblisite -




ଏଜ୍ରା 2:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଅନାଥୋତ୍‍ର ଲୋକ ଏକ ଶହ ଅଠାଇଶ ଜଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଅନାଥୋତର ଲୋକ ଏକ ଶହ ଅଠାଇଶ ଜଣ।

Gade chapit la Kopi

ଓଡିଆ ବାଇବେଲ

23 ଅନାଥୋତ୍‍ର ଲୋକ ଏକ ଶହ ଅଠାଇଶ ଜଣ।

Gade chapit la Kopi

ପବିତ୍ର ବାଇବଲ

23 ଅନାଥୋତର ସହରରୁ 128 ଜଣ।

Gade chapit la Kopi




ଏଜ୍ରା 2:23
7 Referans Kwoze  

ଏହେତୁ “ଅନାଥୋତ୍‍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ୱେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ;


ବିନ୍ୟାମୀନ୍ ପ୍ରଦେଶୀୟ ଅନାଥୋତ୍‍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍‍କୀୟଙ୍କ ପୁତ୍ର ଯିରିମୀୟଙ୍କ ବାକ୍ୟ;


ଆଗୋ ଗଲ୍ଲୀମର କନ୍ୟେ, ତୁମ୍ଭେ ଆପଣା ରବରେ ଉଚ୍ଚ ଶବ୍ଦ କର, ହେ ଲୟିଶ୍‍, କର୍ଣ୍ଣପାତ କର, ଆଃ ଦୁଃଖିନୀ ଅନାଥୋତ୍‍,


ଅନାଥୋତ୍‍ର ଲୋକ ଏକ ଶହ ଅଠାଇଶ ଜଣ।


ଅନାଥୋତ୍‍ ଓ ତହିଁ ତଳିଭୂମି, ଅଲମୋନ ଓ ତହିଁ ତଳିଭୂମି; ଚାରି ନଗର।


ନଟୋଫାର ଲୋକ ଛପନ ଜଣ।


ଅସ୍ମାବତ୍‍ର ସନ୍ତାନ ବୟାଳିଶ ଜଣ।


Swiv nou:

Piblisite


Piblisite