ଏଜ୍ରା 2:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ଦ୍ୱାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମ୍ର ସନ୍ତାନ, ଆଟେରର ସନ୍ତାନ, ଟଲ୍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ। Gade chapit laପବିତ୍ର ବାଇବଲ (Re-edited) - (BSI)42 ଦ୍ଵାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମର ସନ୍ତାନ, ଆଟରର ସନ୍ତାନ, ଟଲମୋନର ସନ୍ତାନ, ଆକ୍କବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ। Gade chapit laଓଡିଆ ବାଇବେଲ42 ଦ୍ୱାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମ୍ର ସନ୍ତାନ, ଆଟେରର ସନ୍ତାନ, ଟଲ୍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ। Gade chapit laପବିତ୍ର ବାଇବଲ42 ମନ୍ଦିର ଦ୍ୱାରପାଳମାନଙ୍କ ବଂଶଧରମାନଙ୍କ ସଂଖ୍ୟା, ଶଲ୍ଲୁମର ବଂଶଧରଗଣ, ଆଟର ବଂଶଧରଗଣ, ଟଲମୋନ ବଂଶଧରଗଣ, ଆକ୍କବ ବଂଶଧରଗଣ, ହଟୀଟା ବଂଶଧରଗଣ ଓ ଶୋବୟର ବଂଶଧରଗଣ ସର୍ବମୋଟ 139 ଜଣ। Gade chapit la |