Biblia Todo Logo
Bib sou entènèt

- Piblisite -




ଏଜ୍ରା 2:59 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

59 ପୁଣି ତେଲ୍‍-ମେଲହ, ତେଲ୍‍-ହର୍ଶା, କଋବ୍‍, ଅଦ୍ଦନ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

59 ପୁଣି ତେଲ୍ମେଲହ, ତେଲ୍ହର୍ଶା, କରୁବ, ଅଦ୍ଦନ୍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,

Gade chapit la Kopi

ଓଡିଆ ବାଇବେଲ

59 ପୁଣି ତେଲ୍‍-ମେଲହ, ତେଲ୍‍-ହର୍ଶା, କଋବ୍‍, ଅଦ୍ଦନ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,

Gade chapit la Kopi

ପବିତ୍ର ବାଇବଲ

59 ନିମ୍ନ ଲିଖିତ ଲୋକମାନେ ସହରରୁ ଆସିଲେ, ତେଲମେଲହ, ତେଲହର୍ଶା, କେରୁବ, ଅଦ୍ଦନ୍ ଓ ଇମ୍ମେର, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ନିଜ ନିଜ ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ। ସେହି ଲୋକମାନେ ହେଲେ:

Gade chapit la Kopi




ଏଜ୍ରା 2:59
5 Referans Kwoze  

ପୁଣି, ତେଲ୍‍-ମେଲହ, ତେଲ୍‍-ହର୍ଶା, କଋବ୍‍, ଅଦ୍ଦୋନ୍‍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,


ପୁଣି, ଦ୍ୱିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ଡଳୀକୁ ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ।


ନଥୀନୀୟ ଲୋକମାନେ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣ ସର୍ବସୁଦ୍ଧା ତିନି ଶହ ବୟାନବେ ଜଣ।


ଦଲୟିୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବାବନ ଜଣ।


ଆଉ, ଆପଣା ଆପଣା ପିତୃବଂଶାନୁସାରେ ଯାଜକମାନେ, ପୁଣି କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନେ ବଂଶାବଳୀ କ୍ରମେ ସେମାନଙ୍କ ରକ୍ଷଣୀୟ ଓ ପାଳି ଅନୁସାରେ ଗଣିତ ହୋଇଥିଲେ;


Swiv nou:

Piblisite


Piblisite