ଏଜ୍ରା 2:61 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT61 ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)61 ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକୋସର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲିୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା। Gade chapit laଓଡିଆ ବାଇବେଲ61 ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା। Gade chapit laପବିତ୍ର ବାଇବଲ61 ଯାଜକମାନଙ୍କ ବଂଶଧରମାନଙ୍କ ମଧ୍ୟରୁ ହବାୟ, ହକୋସ, ବର୍ସିଲ୍ଲୟ, ବର୍ସିଲ୍ଲୟ ଗିଲିୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମ ଅନୁସାରେ ଖ୍ୟାତି ହୋଇଥିଲା। Gade chapit la |