Biblia Todo Logo
Bib sou entènèt

- Piblisite -




ଏଜ୍ରା 2:62 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

62 ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

62 ଏମାନେ ବଂଶାବଳୀକ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀପତ୍ର ଅନ୍ଵେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକପଦଚ୍ୟୁତ ହେଲେ।

Gade chapit la Kopi

ଓଡିଆ ବାଇବେଲ

62 ଏମାନେ ବଂଶାବଳୀକ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ।

Gade chapit la Kopi

ପବିତ୍ର ବାଇବଲ

62 ଏହି ଲୋକମାନେ ସେମାନଙ୍କର ବଂଶାବଳୀର ନଥିପତ୍ର ଖୋଜିଲେ, କିନ୍ତୁ ସେଗୁଡ଼ିକ ପାଇବାକୁ ଅକ୍ଷମ ହେଲେ, ତେଣୁ ସେମାନଙ୍କୁ ଯାଜକତ୍ୱରୁ ବାହାର କରି ଦିଆଗଲା।

Gade chapit la Kopi




ଏଜ୍ରା 2:62
6 Referans Kwoze  

ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ୱ ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ଡ ହେବ।”


ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦ ବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”


ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକୁ ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା।”


Swiv nou:

Piblisite


Piblisite