ଏଜ୍ରା 2:64 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT64 ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)64 ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ଥିଲେ। Gade chapit laଓଡିଆ ବାଇବେଲ64 ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ଥିଲେ। Gade chapit laପବିତ୍ର ବାଇବଲ64-65 ଏମାନେ ସମସ୍ତେ ମିଶି 42,360 ଜଣ ଥିଲେ। ଏମାନଙ୍କର ଦାସଦାସୀ ମିଶି 7,337 ଜଣ। ସେମାନଙ୍କର ମଧ୍ୟ 200 ଜଣ ଗାୟକ ଓ ଗାୟୀକା ଥିଲେ। Gade chapit la |
ପୁଣି, ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍ ଆଶ୍ୱାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି।