Biblia Todo Logo
Bib sou entènèt

- Piblisite -




ଏଜ୍ରା 2:66 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

66 ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

66 ସେମାନଙ୍କର ସାତ ଶହ ଛତିଶ ଅଶ୍ଵ; ଦୁଇ ଶହ ପଞ୍ଚଚାଳିଶ ଖଚର;

Gade chapit la Kopi

ଓଡିଆ ବାଇବେଲ

66 ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର;

Gade chapit la Kopi

ପବିତ୍ର ବାଇବଲ

66-67 ସେମାନଙ୍କର 736 ଟି ଘୋଡ଼ା ଥିଲା। 245 ଟି ଖଚର, 435 ଟି ଓଟ ଓ 6,720 ଟି ଗଧମାନ ଥିଲା।

Gade chapit la Kopi




ଏଜ୍ରା 2:66
5 Referans Kwoze  

ଏହାଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ। ଆହୁରି, ସେମାନଙ୍କର ଦୁଇ ଶହ ଗାୟକ ଗାୟିକା ଥିଲେ।


ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗର୍ଦ୍ଦଭ ଥିଲେ।


ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର;


ତୁମ୍ଭେମାନେ ଆମ୍ଭର ସକଳ ବିଧି ପାଳନ କରିବ; ତୁମ୍ଭେ ଭିନ୍ନଜାତୀୟ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦେବ ନାହିଁ; ତୁମ୍ଭେ ଆପଣା କ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; କିଅବା ଦୁଇ ପ୍ରକାର ସୂତ୍ରମିଶ୍ରିତ ବସ୍ତ୍ର ଦେହରେ ଦେବ ନାହିଁ।


ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣା ଭେଟି ରୂପେ ରୂପାପାତ୍ର, ସୁନାପାତ୍ର, ବସ୍ତ୍ର, ଅସ୍ତ୍ରଶସ୍ତ୍ର, ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ।


Swiv nou:

Piblisite


Piblisite