ଏଜ୍ରା 2:68 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT68 ଏଥିଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ୱରଙ୍କର ସେହି ଗୃହ ସ୍ୱ ସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)68 ଏଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ଵରଙ୍କର ସେହି ଗୃହ ସ୍ଵସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ। Gade chapit laଓଡିଆ ବାଇବେଲ68 ଏଥିଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ୱରଙ୍କର ସେହି ଗୃହ ସ୍ୱସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ। Gade chapit laପବିତ୍ର ବାଇବଲ68 ସେହି ଦଳଟି ଆସି ଯିରୁଶାଲମର ସଦାପ୍ରଭୁଙ୍କର ମନ୍ଦିରରେ ଉପସ୍ଥିତ ହେଲେ। ସଦାପ୍ରଭୁଙ୍କର ସେହି ମନ୍ଦିର ସ୍ୱସ୍ଥାନରେ ସ୍ଥାପନ କରିବା ପାଇଁ ସ୍ୱେଚ୍ଛାପୂର୍ବକ ଦାନ କଲେ। Gade chapit la |
କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।