ଏଜ୍ରା 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ସେମାନେ ସଦାପ୍ରଭୁଙ୍କୁ ପ୍ରଶଂସା ଓ ଧନ୍ୟବାଦ ଦେଇ ଏକଆରେକ ପ୍ରତି ଗାନ କରି କହିଲେ, “ସେ ମଙ୍ଗଳମୟ, ଯେହେତୁ ଇସ୍ରାଏଲ ପ୍ରତି ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।” ଆଉ, ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ବସାଯିବା ସକାଶୁ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ୱରରେ ଜୟଧ୍ୱନି କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି, ସେମାନେ ସଦାପ୍ରଭୁଙ୍କୁ ପ୍ରଶଂସା ଓ ଧନ୍ୟବାଦ ଦେଇ ଏକଆରେକ ପ୍ରତି ଗାନ କରି କହିଲେ, ସେ ମଙ୍ଗଳମୟ, ଯେହେତୁ ଇସ୍ରାଏଲ ପ୍ରତି ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ । ଆଉ, ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ବସାଯିବା ସକାଶୁ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚୈଃସ୍ଵରରେ ଜୟଧ୍ଵନି କଲେ। Gade chapit laଓଡିଆ ବାଇବେଲ11 ପୁଣି, ସେମାନେ ସଦାପ୍ରଭୁଙ୍କୁ ପ୍ରଶଂସା ଓ ଧନ୍ୟବାଦ ଦେଇ ଏକଆରେକ ପ୍ରତି ଗାନ କରି କହିଲେ, “ସେ ମଙ୍ଗଳମୟ, ଯେହେତୁ ଇସ୍ରାଏଲ ପ୍ରତି ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।” ଆଉ, ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ବସାଯିବା ସକାଶୁ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚୈଃସ୍ୱରରେ ଜୟଧ୍ୱନି କଲେ। Gade chapit laପବିତ୍ର ବାଇବଲ11 ସେମାନେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ ଦେଇ ଏକ ଆରେକ ପ୍ରତି ଗାନ କରି କହିଲେ, “ସେ ମଙ୍ଗଳମୟ, ଯେହେତୁ ଇସ୍ରାଏଲ ପ୍ରତି ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।” ଆଉ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଯିବା ସକାଶୁ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ୱରରେ ଜୟଧ୍ୱନି କଲେ। Gade chapit la |
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।
ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, “ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ,” ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା