ଏଜ୍ରା 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶର ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ଗୃହ ଦେଖିଥିଲେ, ସେମାନଙ୍କ ଦୃଷ୍ଟିଗୋଚରରେ ଏହି ଗୃହର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚସ୍ୱରରେ ରୋଦନ କଲେ ଓ ଅନେକେ ଆନନ୍ଦ ସକାଶୁ ଜୟଧ୍ୱନି କଲେ; Gade chapit laପବିତ୍ର ବାଇବଲ (Re-edited) - (BSI)12 ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶ-ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ଗୃହ ଦେଖିଥିଲେ, ସେମାନଙ୍କ ଦୃଷ୍ଟିଗୋଚରରେ ଏହି ଗୃହର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚୈଃସ୍ଵରରେ ରୋଦନ କଲେ ଓ ଅନେକେ ଆନନ୍ଦ ସକାଶୁ ଜୟଧ୍ଵନି କଲେ; Gade chapit laଓଡିଆ ବାଇବେଲ12 ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶର ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ଗୃହ ଦେଖିଥିଲେ, ସେମାନଙ୍କ ଦୃଷ୍ଟିଗୋଚରରେ ଏହି ଗୃହର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚୈଃସ୍ୱରରେ ରୋଦନ କଲେ ଓ ଅନେକେ ଆନନ୍ଦ ସକାଶୁ ଜୟଧ୍ୱନି କଲେ; Gade chapit laପବିତ୍ର ବାଇବଲ12 ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶ ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ମନ୍ଦିର ଦେଖିଥିଲେ, ସେମାନଙ୍କ ଦୃଷ୍ଟିରେ ଏହି ମନ୍ଦିର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚ ସ୍ୱରରେ ରୋଦନ କଲେ ଓ ଅନେକେ ଆନନ୍ଦରେ ଜୟଧ୍ୱନି କଲେ। Gade chapit la |