ଏଜ୍ରା 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ଲୋକମାନେ ଆନନ୍ଦ ଧ୍ୱନିର ଓ ଜନତାର କ୍ରନ୍ଦନ ଶବ୍ଦର ପ୍ରଭେଦ କରି ପାରିଲେ ନାହିଁ; ଯେଣୁ ଲୋକମାନେ ଉଚ୍ଚସ୍ୱରରେ ମହାଧ୍ୱନି କଲେ, ଆଉ ତହିଁର ଶବ୍ଦ ଅତି ଦୂରକୁ ଶୁଣାଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)13 ତହିଁରେ ଲୋକମାନେ ଆନନ୍ଦଧ୍ଵନିର ଓ ଜନତାର କ୍ରନ୍ଦନଶଦ୍ଦର ପ୍ରଭେଦ କରି ପାରିଲେ ନାହିଁ; ଯେଣୁ ଲୋକମାନେ ଉଚ୍ଚୈଃସ୍ଵରରେ ମହାଧ୍ଵନି କଲେ, ଆଉ ତହିଁର ଶଦ୍ଦ ଅତି ଦୂରକୁ ଶୁଣାଗଲା। Gade chapit laଓଡିଆ ବାଇବେଲ13 ତହିଁରେ ଲୋକମାନେ ଆନନ୍ଦ ଧ୍ୱନିର ଓ ଜନତାର କ୍ରନ୍ଦନ ଶବ୍ଦର ପ୍ରଭେଦ କରି ପାରିଲେ ନାହିଁ; ଯେଣୁ ଲୋକମାନେ ଉଚ୍ଚୈଃସ୍ୱରରେ ମହାଧ୍ୱନି କଲେ, ଆଉ ତହିଁର ଶବ୍ଦ ଅତି ଦୂରକୁ ଶୁଣାଗଲା। Gade chapit laପବିତ୍ର ବାଇବଲ13 ତହିଁରେ ଲୋକମାନେ ଆନନ୍ଦଧ୍ୱନିର ଓ ଜନତାର କ୍ରନ୍ଦନ ଶବ୍ଦର ବାରଣ କରି ପାରିଲେ ନାହିଁ। ତେଣୁ ଲୋକମାନେ ଉଚ୍ଚ ସ୍ୱରରେ ମହାଧ୍ୱନି କଲେ। ଆଉ ତହିଁର ଶବ୍ଦ ବହୁ ଦୂରକୁ ଶୁଣାଗଲା। Gade chapit la |
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।