ଏଜ୍ରା 3:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ସେମାନେ ନିତ୍ୟ ହୋମବଳି, ଆଉ ଅମାବାସ୍ୟାର ଓ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କରିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଏଥି ଉତ୍ତାରେ ସେମାନେ ନିତ୍ୟ ହୋମବଳି, ଆଉ ଅମାବାସ୍ୟାର ଓ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ଵେଚ୍ଛାଦତ୍ତ-ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କରିବାକୁ ଲାଗିଲେ। Gade chapit laଓଡିଆ ବାଇବେଲ5 ଏଥିଉତ୍ତାରେ ସେମାନେ ନିତ୍ୟ ହୋମବଳି, ଆଉ ଅମାବାସ୍ୟାର ଓ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କରିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ5 ଏହା ପରେ ସେମାନେ ନିତ୍ୟ ହୋମବଳି, ଅମାବାସ୍ୟାରେ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଏବଂ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କଲେ। Gade chapit la |