ଏଜ୍ରା 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ସେମାନେ ପାରସ୍ୟର ରାଜା କୋରସ୍ର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ ମୁଦ୍ରା ଦେଲେ; ପୁଣି ଲିବାନୋନଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଷ୍ଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ ଓ ପେୟଦ୍ରବ୍ୟ ଓ ତୈଳ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆଉ, ସେମାନେ ପାରସ୍ୟର ରାଜା କୋରସ୍ର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ ମୁଦ୍ରା ଦେଲେ; ପୁଣି ଲିବାନୋନ୍ଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସକାଷ୍ଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ ଓ ପେୟ-ଦ୍ରବ୍ୟ ଓ ତୈଳ ଦେଲେ। Gade chapit laଓଡିଆ ବାଇବେଲ7 ଆଉ, ସେମାନେ ପାରସ୍ୟର ରାଜା କୋରସ୍ର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ ମୁଦ୍ରା ଦେଲେ; ପୁଣି ଲିବାନୋନଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଷ୍ଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ ଓ ପେୟ-ଦ୍ରବ୍ୟ ଓ ତୈଳ ଦେଲେ। Gade chapit laପବିତ୍ର ବାଇବଲ7 ସେମାନେ ପାରସ୍ୟର ରାଜା କୋରସର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧାରମାନଙ୍କୁ ମୁଦ୍ରା ଦେଲେ। ଏବଂ ଲିବାନୋନ୍ଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ, ପାନୀୟ ଓ ତୈଳ ଦେଲେ। Gade chapit la |