ଏଜ୍ରା 4:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ମହାମହିମ ସମ୍ଭ୍ରାନ୍ତ ଅସ୍ନପ୍ପର ଦ୍ୱାରା ଆନୀତ, ପୁଣି ଶମରୀୟା ନଗରରେ ଓ (ଫରାତ୍) ନଦୀ ସେପାରିସ୍ଥ ଦେଶର ଅନ୍ୟାନ୍ୟ ସ୍ଥାନରେ ସ୍ଥାପିତ, ଇତ୍ୟାଦି ଗୋଷ୍ଠୀୟମାନେ ଲେଖିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆଉ, ମହାମହିମ ସମ୍ଭ୍ରାନ୍ତ ଅସ୍ନପ୍ପର ଦ୍ଵାରା ଆନୀତ, ପୁଣି ଶମରୀୟା-ନଗରରେ ଓ (ଫରାତ୍) ନଦୀ ସେପାରିସ୍ଥ ଦେଶର ଅନ୍ୟାନ୍ୟ ସ୍ଥାନରେ ସ୍ଥାପିତ, ଇତ୍ୟାଦି ଗୋଷ୍ଠୀୟମାନେ ଲେଖିଲେ। Gade chapit laଓଡିଆ ବାଇବେଲ10 ଆଉ, ମହାମହିମ ସମ୍ଭ୍ରାନ୍ତ ଅସ୍ନପ୍ପର ଦ୍ୱାରା ଆନୀତ, ପୁଣି ଶମରୀୟା ନଗରରେ ଓ (ଫରାତ୍) ନଦୀ ସେପାରିସ୍ଥ ଦେଶର ଅନ୍ୟାନ୍ୟ ସ୍ଥାନରେ ସ୍ଥାପିତ, ଇତ୍ୟାଦି ଗୋଷ୍ଠୀୟମାନେ ଲେଖିଲେ। Gade chapit laପବିତ୍ର ବାଇବଲ10 ଆଉ ମହାମହିମ ସମ୍ଭ୍ରାନ୍ତ ଅସ୍ନପ୍ପର ଦ୍ୱାରା ଆନୀତ ପୁଣି ଶମରିୟା ନଗରରେ ଓ ଫରାତ୍ ନଦୀ ସେପାରିସ୍ଥ ଦେଶର ଅନ୍ୟାନ୍ୟ ସ୍ଥାନରେ ସ୍ଥାପିତ ଅନ୍ୟ ଗୋଷ୍ଠୀୟମାନେ ମଧ୍ୟ ଏହା ଲେଖିଲେ। Gade chapit la |
ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।