Biblia Todo Logo
Bib sou entènèt

- Piblisite -




ଏଜ୍ରା 4:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆପଣଙ୍କ ପୂର୍ବପୁରୁଷଗଣର ଇତିହାସ-ପୁସ୍ତକ ଅନୁସନ୍ଧାନ କରାଯାଉ; ତେବେ ସେହି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ, ଏହି ନଗର ବିଦ୍ରୋହୀ ନଗର, ଆଉ ରାଜାଗଣ ଓ ପ୍ରଦେଶସମୂହ ପ୍ରତି ଅନିଷ୍ଟକର, ପୁଣି ସେମାନେ ପୂର୍ବକାଳରେ ତହିଁ ମଧ୍ୟରେ ଗଣ୍ଡଗୋଳ ଘଟାଇଅଛନ୍ତି। ତହିଁ ସକାଶୁ ଏହି ନଗର ବିନଷ୍ଟ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆପଣଙ୍କ ପିତୃପୁରୁଷଗଣର ଇତିହାସ-ପୁସ୍ତକ ଅନୁସନ୍ଧାନ କରାଯାଉ; ତେବେ ସେହି ଇତିହାସ-ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ, ଏହି ନଗର ବିଦ୍ରୋହୀ ନଗର, ଆଉ ରାଜଗଣ ଓ ପ୍ରଦେଶସମୂହ ପ୍ରତି ଅନିଷ୍ଟକର, ପୁଣି ସେମାନେ ପୂର୍ବ କାଳରେ ତହିଁ ମଧ୍ୟରେ ଗଣ୍ତଗୋଳ ଘଟାଇଅଛନ୍ତି। ତହିଁ ସକାଶୁ ଏହି ନଗର ବିନଷ୍ଟ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

15 ଆପଣଙ୍କ ପୂର୍ବପୁରୁଷଗଣର ଇତିହାସ ପୁସ୍ତକ ଅନୁସନ୍ଧାନ କରାଯାଉ; ତେବେ ସେହି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ, ଏହି ନଗର ବିଦ୍ରୋହୀ ନଗର, ଆଉ ରାଜାଗଣ ଓ ପ୍ରଦେଶସମୂହ ପ୍ରତି ଅନିଷ୍ଟକର, ପୁଣି ସେମାନେ ପୂର୍ବ କାଳରେ ତହିଁ ମଧ୍ୟରେ ଗଣ୍ଡଗୋଳ ଘଟାଇଅଛନ୍ତି। ତହିଁ ସକାଶୁ ଏହି ନଗର ବିନଷ୍ଟ ହୋଇଅଛି।’

Gade chapit la Kopi

ପବିତ୍ର ବାଇବଲ

15 ଆପଣଙ୍କ ପିତୃପୁରୁଷଗଣର ଇତିହାସ ପୁସ୍ତକ ଅନୁସନ୍ଧାନ କରାଯାଉ। ତେବେ ସେହି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ ଏହି ନଗର ବିଦ୍ରୋହୀନଗର, ଆଉ ରାଜଗଣ ଓ ପ୍ରଦେଶ ସମୂହ ପ୍ରତି ଅନିଷ୍ଟ କରିଛନ୍ତି, ପୁଣି ସେମାନେ ପୂର୍ବକାଳରେ ତହିଁ ମଧ୍ୟରେ ଗଣ୍ତଗୋଳ ମତାଇ ଅଛନ୍ତି। ସେଥିପାଇଁ ଏହି ନଗର ଧ୍ୱଂସ ହୋଇଅଛି।

Gade chapit la Kopi




ଏଜ୍ରା 4:15
12 Referans Kwoze  

ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆପଣଙ୍କ ନିକଟରୁ ଆଗତ ଯିହୁଦୀୟ ଲୋକମାନେ ଯିରୂଶାଲମକୁ ଆମ୍ଭମାନଙ୍କ ନିକଟକୁ ଆସିଅଛନ୍ତି; ସେମାନେ ସେହି ବିଦ୍ରୋହୀ ଦୁଷ୍ଟ ନଗର ନିର୍ମାଣ କରୁଅଛନ୍ତି ଓ ପ୍ରାଚୀର ସମାପ୍ତ କରି ଭିତ୍ତିମୂଳର ଜୀର୍ଣ୍ଣସଂସ୍କାର କରିଅଛନ୍ତି।


ତହିଁରେ ଏହା ଲେଖାଥିଲା, “ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି, ମଧ୍ୟ ଗେଶମ୍‍ ଏହା କହୁଅଛି ଯେ, ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛ; ତହିଁ ନିମନ୍ତେ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ; ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ।


ମାତ୍ର ହୋରୋଣୀୟ ସନ୍‍ବଲ୍ଲଟ୍‍ ଓ ଅମ୍ମୋନୀୟ ଦାସ ଟୋବୀୟ ଓ ଆରବୀୟ ଗେଶମ୍‍ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ ଓ ତୁଚ୍ଛ କରି କହିଲେ, “ତୁମ୍ଭେମାନେ ଏ କି କାର୍ଯ୍ୟ କରୁଅଛ? ତୁମ୍ଭେମାନେ କି ରାଜଦ୍ରୋହ କରିବ?”


ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥ ଦେଇ ଚାଲିଗଲେ।


କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦା ପ୍ରତି ଏପରି ଘଟଣା ଘଟିଲା; ଆଉ ସିଦିକୀୟ ବାବିଲ ରାଜା ନବୂଖଦ୍‍ନିତ୍ସରର ବିଦ୍ରୋହୀ ହେଲେ।


ଆମ୍ଭେମାନେ ରାଜଗୃହର ଲବଣ ଖାଉ ଓ ମହାରାଜଙ୍କର ଅପମାନ ଦେଖିବା ଆମ୍ଭମାନଙ୍କର ଉଚିତ ନୁହେଁ, ଏହେତୁ ଲୋକ ପଠାଇ ମହାରାଜଙ୍କୁ ଏହା ଜଣାଇଲୁ।


ଆମ୍ଭେମାନେ ମହାରାଜଙ୍କୁ ଜଣାଉଅଛୁ ଯେ, ଏହି ନଗର ନିର୍ମିତ ଓ ଏହି ପ୍ରାଚୀର କାର୍ଯ୍ୟ ସମାପ୍ତ ହେଲେ, ତଦ୍ଦ୍ୱାରା ନଦୀ ସେପାରିରେ ଆପଣଙ୍କର କୌଣସି ଅଂଶ ରହିବ ନାହିଁ।”


ତହିଁରେ ଅନୁସନ୍ଧାନ ଦ୍ୱାରା ସେହି କଥା ପ୍ରମାଣ ହୁଅନ୍ତେ, ସେହି ଦୁଇ ଜଣ ବୃକ୍ଷରେ ଫାଶୀ ପାଇଲେ, ଆଉ ସେହି କଥା ରାଜାଙ୍କ ସାକ୍ଷାତରେ ଇତିହାସ ପୁସ୍ତକରେ ଲେଖାଗଲା।


Swiv nou:

Piblisite


Piblisite