Biblia Todo Logo
Bib sou entènèt

- Piblisite -




ଏଜ୍ରା 4:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିରେ ରାଜା ମନ୍ତ୍ରୀ ରହୂମ୍‍ ଓ କାର୍ଯ୍ୟାଧ୍ୟକ୍ଷ ଶିମ୍‍ଶୟ ଓ ସେମାନଙ୍କ ଶମରୀୟା-ନିବାସୀ ଅନ୍ୟ ସଙ୍ଗୀମାନଙ୍କର, ଆଉ ନଦୀ ସେପାରିସ୍ଥ ଦେଶୀୟ ଅନ୍ୟାନ୍ୟ ଲୋକଙ୍କର ନିକଟକୁ ଉତ୍ତର ପଠାଇଲା, ଯଥା, “ତୁମ୍ଭମାନଙ୍କର ମଙ୍ଗଳ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏଥିରେ ରାଜା ମନ୍ତ୍ରୀ ରହୂମର ଓ ଲେଖକ ଶିମ୍ଶୟର ଓ ସେମାନଙ୍କ ଶମରୀୟା ନିବାସୀ ଅନ୍ୟ ସଙ୍ଗୀମାନଙ୍କର, ଆଉ ନଦୀ ସେପାରିସ୍ଥ ଦେଶୀୟ ଅନ୍ୟାନ୍ୟ ଲୋକଙ୍କର ନିକଟକୁ ଉତ୍ତର ପଠାଇଲା, ଯଥା, ତୁମ୍ଭମାନଙ୍କର ମଙ୍ଗଳ ହେଉ, ଇତ୍ୟାଦି।

Gade chapit la Kopi

ଓଡିଆ ବାଇବେଲ

17 ଏଥିରେ ରାଜା ମନ୍ତ୍ରୀ ରହୂମ ଓ କାର୍ଯ୍ୟାଧ୍ୟକ୍ଷ ଶିମ୍‍ଶୟ ଓ ସେମାନଙ୍କ ଶମରୀୟା ନିବାସୀ ଅନ୍ୟ ସଙ୍ଗୀମାନଙ୍କର, ଆଉ ନଦୀ ସେପାରିସ୍ଥ ଦେଶୀୟ ଅନ୍ୟାନ୍ୟ ଲୋକଙ୍କର ନିକଟକୁ ଉତ୍ତର ପଠାଇଲା, ଯଥା, “ତୁମ୍ଭମାନଙ୍କର ମଙ୍ଗଳ ହେଉ।

Gade chapit la Kopi

ପବିତ୍ର ବାଇବଲ

17 ଏଥିରେ ରାଜା ମନ୍ତ୍ରି ରହୂମର ଓ ଲେଖକ ଶି‌‌‌‌‌‌ମ୍‌‌‌‌‌‌ଶୟର ଓ ସେମାନଙ୍କ ଶମରିୟା ନିବାସୀ ଅନ୍ୟ ସଙ୍ଗୀମାନଙ୍କର ଆଉ ନଦୀ ସେପାରିସ୍ଥ ଦେଶୀୟ ଅନ୍ୟାନ୍ୟ ଲୋକଙ୍କର ନିକଟକୁ ଉତ୍ତର ପଠାଇଲା। ଯଥା, ତୁମ୍ଭମାନଙ୍କର ମଙ୍ଗଳ ହେଉ।

Gade chapit la Kopi




ଏଜ୍ରା 4:17
11 Referans Kwoze  

ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।


ମହାମହିମ ଶାସନକର୍ତ୍ତା ଫେଲୀକ୍ସ୍‌ଙ୍କୁ, କ୍ଲାଉଦିଅ ଲୂସୀୟାଙ୍କର ନମସ୍କାର।


ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ।


“ରାଜାଧିରାଜ ଅର୍ତ୍ତକ୍ଷସ୍ତ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ, ସିଦ୍ଧ, ଇତ୍ୟାଦି ଏଜ୍ରା ଯାଜକ ପ୍ରତି,


ସେମାନେ ତାହା ନିକଟକୁ ଯେଉଁ ପତ୍ର ପଠାଇଲେ, ତହିଁରେ ଏରୂପ ଲେଖାଥିଲା; “ମହାରାଜ ଦାରୀୟାବସଙ୍କର ସର୍ବଶାନ୍ତି।


ପୁନଶ୍ଚ, ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ବିଶ୍ଳମ୍‍, ମିତ୍ରଦାତ, ଟାବେଲ ଓ ତାହାର ଅନ୍ୟ ସଙ୍ଗୀମାନେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ; ସେହି ପତ୍ର ଅରାମୀୟ ଅକ୍ଷରରେ ଲିଖିତ ଓ ଅରାମୀୟ ଭାଷାରେ ରଚିତ ହୋଇଥିଲା।


ଆମ୍ଭେମାନେ ମହାରାଜଙ୍କୁ ଜଣାଉଅଛୁ ଯେ, ଏହି ନଗର ନିର୍ମିତ ଓ ଏହି ପ୍ରାଚୀର କାର୍ଯ୍ୟ ସମାପ୍ତ ହେଲେ, ତଦ୍ଦ୍ୱାରା ନଦୀ ସେପାରିରେ ଆପଣଙ୍କର କୌଣସି ଅଂଶ ରହିବ ନାହିଁ।”


ତୁମ୍ଭେମାନେ ଆମ୍ଭମାନଙ୍କ ନିକଟକୁ ଯେଉଁ ପତ୍ର ପଠାଇଅଛ, ତାହା ଆମ୍ଭ ସାକ୍ଷାତରେ ସ୍ପଷ୍ଟରୂପେ ପାଠ କରାଯାଇଅଛି।


ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍‍ନିତ୍ସର ରାଜାର (ବିଜ୍ଞାପନ); “ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ।


ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା; “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ।


Swiv nou:

Piblisite


Piblisite